Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁରରେ ଅବକାରୀ ବିଭାଗର ଚଢ଼ାଉ: ୩୦୦ ଲିଟର ଦେଶୀ ମଦ ଜବତ, ୨ ମହିଳା ଗିରଫ
ଅପରାଧ

ବାଣପୁରରେ ଅବକାରୀ ବିଭାଗର ଚଢ଼ାଉ: ୩୦୦ ଲିଟର ଦେଶୀ ମଦ ଜବତ, ୨ ମହିଳା ଗିରଫ

January 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ ବହୁ ଦିନ ଧରି ଚୋରା ଦେଶୀ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇଆସୁଛି। ତେଣୁ ଅବକାରୀ ବିଭାଗ ଏଭଳି ବେଆଇନ କାର୍ଯ୍ୟରେ ଲିପ୍ତ ଥିବା ବ୍ୟକ୍ତିଙ୍କ ଉପରେ ଲଗାମ ଲଗାଇବା ପାଇଁ ତତ୍ପର ହୋଇଉଠିଥିବା ଦେଖିବାକୁ ମିଳିଛି।

ତେବେ ଏନେଇ ଆଜି ସକାଳେ ବାଣପୁରର ବିଭିନ୍ନ ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ ଆରମ୍ଭ କରାଯାଇଥିଲା। ଖୋର୍ଦ୍ଧା ଜିଲ୍ଲା ଅବକାରୀ ଉପ ଅଧିକ୍ଷିକା ସୁମିତ୍ରା ଓରାମଙ୍କ ନେତୃତ୍ୱରେ ଭୁବନେଶ୍ୱର ଅବକାରୀ ବିଭାଗ ସବ ଇନ୍ସପେକ୍ଟର ଅଂଶୁମାନ ଜେନା ଏବଂ ବାଲୁଗାଁ ଅବକାରୀ ଅଧିକାରୀ ମନୋଜ କୁମାର ବାରିକ ଓ ତାଙ୍କ ଟିମ ମିଳିତ ଭାବେ ଚଢାଉ କରିଥିଲେ। ଚଢାଉ ପରେ ଆଜି ୩୦୦ ଲିଟର ଦେଶୀ ମଦ ଜବତ କରିବା ସହ ଦୁଇ ଜଣ ମହିଳାଙ୍କୁ ଗିରଫ କରିଥିଲା। ଗିରଫ ହୋଇଥିବା ଦୁଇ ଜଣ ମହିଳାଙ୍କ ବିରୋଧରେ ଅବକାରୀ କେସ ନମ୍ବର ୭୨ ଏବଂ ୭୩ ରେ ମାମଲା ରୁଜୁ କରି ଉଭୟଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଛି।

ତେବେ ଆଗାମୀ ଦିନରେ ବାଣପୁର ବାଲୁଗାଁ ଅଞ୍ଚଳରେ ଏହିପରି ଚଢ଼ାଉ ଜାରି ରହିବ ବୋଲି ସୂଚନା ଦେଇଛନ୍ତି ଜିଲ୍ଲା ଅବକାରୀ ଉପ ଅଧିକ୍ଷିକା ସୁମିତ୍ରା ଓରାମ।

ଅବକାରୀ ବିଭାଗ ଦେଶୀ ମଦ ଜବତ ବାଣପୁର ମହିଳା ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.