Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନାବାଳିକାର ତଣ୍ଟି କାଟିବା ଘଟଣା: ଗଣଦୁଷ୍କର୍ମ ପରେ କରାଯାଇଥିଲା ହତ୍ୟା ଉଦ୍ୟମ
ଅପରାଧ

ନାବାଳିକାର ତଣ୍ଟି କାଟିବା ଘଟଣା: ଗଣଦୁଷ୍କର୍ମ ପରେ କରାଯାଇଥିଲା ହତ୍ୟା ଉଦ୍ୟମ

January 31, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଜନୈକ ୮ ବର୍ଷର ନାବାଳିକା ଝିଅକୁ ଦୁଇଜଣ ଯୁବକ ତଣ୍ଟିକାଟି ହତ୍ୟା ଉଦ୍ୟମ କରିଥିବାବେଳେ ଲୋକଙ୍କ ହାତରେ ଧରାପଡ଼ି ନିର୍ଦ୍ଧୁମ ଛେଚା ଖାଇବା ପରେ ଥାନାରେ ଜିମା ଦେଇଥିଲେ। ଏଭଳି ଏକ ଅଭାବନୀୟ ଘଟଣା ଗୋଳନ୍ଥରା ଥାନା ଅନ୍ତର୍ଗତ ସୋରଳ ଗ୍ରାମ ଓଡ଼ିଆର୍‌ପି କଲୋନୀରେ ଘଟିଥିଲା।

ତେବେ ଏହାକୁ ନେଇ ପୋଲିସ ତନାଘନା ତଦନ୍ତ ଆରମ୍ଭ କରିଥିଲା। ଆଜି ନାବାଳିକାକୁ ଗଣଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ କରାଯାଇଥିଲା ବୋଲି ପୋଲିସ ସ୍ପଷ୍ଟ କରିଛି। ବ୍ରହ୍ମପୁର ଅତିରିକ୍ତ ଏସପି ଏନେଇ ସ୍ପଷ୍ଟ କରିଛନ୍ତି। ଅଭିଯୁକ୍ତ ଦ୍ୱୟ ବଳପୂର୍ବକ ଉଠାଇନେଇ ଗଣଦୁଷ୍କର୍ମ କରିଥିଲେ। ପୀଡ଼ିତା ପ୍ରତିବାଦ କରିବାରୁ ନିର୍ମମ ଭାବରେ ପିଟିଥିଲେ ଏବଂ ଭଙ୍ଗା ଇଟାରେ ମୁଣ୍ଡ ଓ କାନକୁ ଆଘାତ ଦେଇଥିଲେ। ଅଭିଯୁକ୍ତଙ୍କ ନାମରେ ପୋସ୍କୋ ଆକ୍ଟରେ ୩୬୫, ୩୬୬, ୩୭୬ ଡିବି, ୩୦୭, ୩୪ ଆଇପିସି ଅନୁଯାୟୀ ମାମଲା ରୁଜ୍ଜୁ କରାଯାଇଛି।

ଉଲ୍ଲେଖ ଯୋଗ୍ୟ ଯେ,  ବୁଦ୍ଧିଆ ବେହେରାଙ୍କ ନାବାଳିକା ଝିଅ ଘରେ ଏକୁଟିଆ ରହିଥିବାବେଳେ ଦୁଇ ଯୁବକ ଘର ମଧ୍ୟରେ ପଶି ନାବାଳିକାଟିର ତଣ୍ଟିକୁ କାଟି ଦେଇଥିଲେ। ପରିବାର ଲୋକେ ଏବଂ ଗ୍ରାମବାସୀ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ। କିନ୍ତୁ ଅବସ୍ଥା ଗୁରୁତର ଥିବାରୁ ତାକୁ କଟକ ମେଡ଼ିକାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା।

ଗଣଦୁଷ୍କର୍ମ ଗୋଳନ୍ଥରା ଥାନା ହତ୍ୟା ଉଦ୍ୟମ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026
Latest News

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.