Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବ୍ରହ୍ମପୁର ଅବକାରୀ ଅଧିକ୍ଷକଙ୍କ ନେତୃତ୍ୱରେ ବିପୁଳ ମଦ ଜବତ: ୫ ଗିରଫ
ଅପରାଧ

ବ୍ରହ୍ମପୁର ଅବକାରୀ ଅଧିକ୍ଷକଙ୍କ ନେତୃତ୍ୱରେ ବିପୁଳ ମଦ ଜବତ: ୫ ଗିରଫ

February 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ତଥା ବ୍ରହ୍ମପୁର ଅବକାରୀ ଅଧିକ୍ଷକଙ୍କ ନେତୃତ୍ୱରେ ଆଜି ସୋରଳ, ଧାନଗଡ଼ ଓ ମାଳକୁଟ ଅଂଚଳରେ ଅବକାରୀ ଚଢ଼ାଉ ହୋଇଥିଲା। କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଭାବେ ହରପ୍ରସାଦ ଭୋଇ ସାମିଲ ଥିଲେ। ଦୁଇ ପ୍ଲୁଟନ ଏପିଆର୍ ଫୋର୍ସ ସହାୟତାରେ ଏହି ଅଂଚଳରେ ଚଢ଼ାଉ ହୋଇ ୮୦ ଲିଟର ବେଆଇନ ମଦ, ୨୧.୬୦୦ ଲିଟର ନକଲି ବ୍ରାଣ୍ଡ ବିଦେଶୀ ମଦ, ୨୨.୦୫୦ ବିଅର ଓ ୪୦ ଲିଟର ଦେଶୀ ମଦ ଜବତ କରାଯାଇଛି।

ବେଆଇନ ମଦ ବିକ୍ରି ଅଭିଯୋଗରେ ସୋରଳ ଗ୍ରାମର ଦେବେନ୍ଦ୍ର ବେହେରା ଓ ଡ଼ମ୍ବୁରୁ ବେହେରା, ଧାନଗଡ଼ ଗ୍ରାମର ସୁଶାନ୍ତ କୁମାର ସାହୁ ଏବଂ ମାଳକୁଟ ଗ୍ରାମର ରାମଚନ୍ଦ୍ର ମଲିକ ଓ ଅରକ୍ଷିତ ମଲିକକୁ ଗିରଫ କରାଯାଇଛି।

ଚଢ଼ାଉରେ ଚିକିଟି ଅବକାରୀ ଥାନା ନିରୀକ୍ଷକ ବାଳକୃଷ୍ଣ ପରିଡ଼ା, ବ୍ରହ୍ମପୁର ସଦର ଅବକାରୀ ନିରୀକ୍ଷକ ଆର୍‌ଆଇ ହାଁସଦ, ଚିକିଟି ଅବକାରୀ ଓଆଇସି ତପସ୍ମିନୀ ବରାଳ, ଅବକାରୀ ଉପ ନିରୀକ୍ଷକ ଶ୍ରୀଧର ମହାନ୍ତି, ଦକ୍ଷିଣାଞ୍ଚଳ ଡ଼ିଭିଜନ ଅଫିସ ଉପ ନିରୀକ୍ଷକ ସଂଜୟ କାଣ୍ଡି, ଗୋଳନ୍ଥରା ଓଆଇସି ସୁବାସ ମହାଙ୍କୁଡ଼, ଉପ ଅବକାରୀ ଅଧିକ୍ଷକ ଅଫିସ୍ ସହକାରୀ ଉପ ନିରୀକ୍ଷକ ସୁଦର୍ଶନ ବିଷୋୟୀ ଓ ଦଣ୍ଡ ଶବର ଏବଂ ବ୍ରହ୍ମପୁର ସଦର ଦ୍ୱିତୀୟ ଅବକାରୀ ଥାନା ସହକାରୀ ଉପ ନିରୀକ୍ଷକ ପ୍ରଦୀପ କୁମାର ସାହୁଙ୍କ ସମେତ ଅନ୍ୟ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

ମଦ ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Latest News

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.