Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପିକଅପ ଭ୍ୟାନ ସହ ଶାଳ କାଠ ଜବତ: ୨ ଗିରଫ 
ଅପରାଧ

ପିକଅପ ଭ୍ୟାନ ସହ ଶାଳ କାଠ ଜବତ: ୨ ଗିରଫ 

February 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୋହନା: ଗଜପତି ଜିଲ୍ଲା ଅଡବା ଥାନା ଏସ୍‌ଆଇ ଚନ୍ଦନ ଦାସ ଓ ପୁଲିସ କର୍ମଚାରୀ ପେଟ୍ରୋଲିଙ୍ଗ କରୁଥିବା ବେଳେ ବଜାର ଛକ ନିକଟରୁ ଏକ ମହିନ୍ଦ୍ରା ପିକଅପ ଭ୍ୟାନରୁ ଶାଳକାଠ ଜବତ କରିଛନ୍ତି। ୬୯.୭୪ ଘନଫୁଟ ଶାଳ ସାଇଜ କାଠ ଓ ୮୧୦ ଘନଫୁଟ ପିଆଶାଳ ସାଇଜ କାଠ ଜବତ କରିବା ସହ ଚାଲାଣରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରି ମୋହନା ବନ ବିଭାଗକୁ ହସ୍ତାନ୍ତର କରାଯାଇଛି।

ଗିରଫ ଅଭିଯୁକ୍ତମାନେ ହେଲେ ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଖଣ୍ଡଦୋଳି ଗ୍ରାମର ସୀମାଞ୍ଚଳ ସେଠି(୨୯) ଓ ବଲାଙ୍ଗିର ଜିଲ୍ଲା ଲୋଉସିଂ ଗ୍ରାମର ଦିନେଶ ଦୋରା (୨୫)। ଅଭିଯୁକ୍ତ ଦୁହେଁ  ଅଡ଼ବା ଥାନା ଗୁଲୁବା ଅଂଚଳରୁ କାଠ ନେଇ ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଅଭିମୁଖେ ଚାଲାଣ କରୁଥିବା ବେଳେ ୧୪୮ ଗୋଟି ସାଇଜ୍ ଶାଳ କାଠ ଓ ୩ଗୋଟି ପିଆଶାଳ ସାଇଜ୍‌ କାଠ ଜବତ କରାଯାଇଛି।

ପୁଲିସ ଯାଞ୍ଚ କରି କାଠ ସହ ଏକ ବାଇକକୁ ମଧ୍ୟ ଜବତ କରିଛି। ଜବତ ହୋଇଥିବା କାଠର ଆନୁମାନିକ ମୂଲ୍ୟ ୮୦ ହଜାର ଟଙ୍କା ହେବ ବୋଲି ଜିଲ୍ଲା ବନ ଉପଖଣ୍ଡ ଅଧିକାରୀ ସଂଗ୍ରାମ କେଶରୀ ବେହେରା ସୂଚନା ଦେଇଛନ୍ତି।

ଅଡବା ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026

ଉଭୟ ଇନିଂସରେ ଗୋଟିଏ ବି ରନ ନାହିଁ: ୧୩୧ ବର୍ଷ ପରେ ଇତିହାସ ରଚିଲେ ମାନବ ସୂତାର

September 12, 2026
Latest News

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026

ଉଭୟ ଇନିଂସରେ ଗୋଟିଏ ବି ରନ ନାହିଁ: ୧୩୧ ବର୍ଷ ପରେ ଇତିହାସ ରଚିଲେ ମାନବ ସୂତାର

September 12, 2026

ପ୍ରଧାନମନ୍ତ୍ରୀ ମାନଧନ ଯୋଜନା ପାଇଁ କିପରି ଆବେଦନ କରିବେ?: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.