Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଗାଡିଆପଡା ଆଶ୍ରମରେ ଦୁଷ୍କର୍ମ ଅଭିଯୋଗ: ଦୁଇ ଗିରଫ
ଅପରାଧ

ଗାଡିଆପଡା ଆଶ୍ରମରେ ଦୁଷ୍କର୍ମ ଅଭିଯୋଗ: ଦୁଇ ଗିରଫ

February 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଫୁଲବାଣୀ: ଜନୈକା ଯୁବତୀଙ୍କ ସହ ମାସାଧିକ କାଳ ଦୁଷ୍କର୍ମ କରିଥିବା ଅଭିଯୋଗରେ ଆଜି ଖଜୁରୀପଡା ପୁଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ପିଡିତାଙ୍କ ଅଭିଯୋଗ ମୁତାବକ ଖଜୁରୀପଡା ଥାନା ଗାଡିଆପଡା ଗ୍ରାମର ଜମ୍ବୁ ମଲିକ ପ୍ରାୟ ଚାରିମାସ ତଳେ ତାଙ୍କୁ ଗାଡିଆପଡା ଆଶ୍ରମରେ ରାତିରେ ଶୋଇବା ପାଇଁ ଡାକିଥିଲେ। ଯୁବତୀ ଜଣକ ନିଜ ଇଚ୍ଛା ବିରୋଧରେ ବାଧ୍ୟ ହୋଇ ତାଙ୍କ ସହ ଯାଇଥିଲେ। ରାତିରେ ଜମ୍ବୁଙ୍କ ସହଯୋଗୀ ଫିରିଙ୍ଗିଆ ଥାନା ଲଦାଡି ଗ୍ରାମର କୃଷ୍ନଚନ୍ଦ୍ର କହଁର ତାଙ୍କ ସହ ଦୁଷ୍କର୍ମକରିଥିଲେ ବୋଲି ପିଡିତା ଅଭିଯୋଗ କରିଛନ୍ତି।

ଏହାପରଠାରୁ ଏକ ମାସ ପର୍ଯ୍ୟନ୍ତ ଜମ୍ବୁ ତାଙ୍କୁ ସେଠାରେ ରଖିବା ସହ ତାଙ୍କ ସହ ଶାରୀରିକ ସଂପର୍କ ରଖିବା ପାଇଁ କୃଷ୍ନଙ୍କୁ ସୁଯୋଗ ଦେଇଥିଲେ। ଏହାପରେ ପଡିତା ଗର୍ଭବତୀ ହେବାରୁ ଆଉ ସେଠାକୁ ଯାଇ ନ ଥିଲେ।

ଯୁବତୀ ଜଣକ ଏ ନେଇ ଗତ ୨୧ ତାରିଖରେ ଖଜୁରୀପଡା ଥାନାରେ ଏତାଲା ଦେବାରେ ପୁଲିସ କେସ ନଂ ୨୩/୨୧ ରୁଜୁ କରି ଅଭିଯୁକ୍ତ ମାନଙ୍କୁ ଗିରଫ କରିଛି। ପିଡିତାଙ୍କୁ ଏକ ମା ଗୃହରେ ରଖାଯାଇଛି। ଏହି ଘଟଣା ଲୋକ ଲୋଚନକୁ ଆସିବା ପରେ ସମଗ୍ର ଅଞ୍ଚଳରେ ଆଲୋଚ୍ୟର ବିଷୟ ହୋଇଛି।

ଦୁଇ ଗିରଫ ଦୁଷ୍କର୍ମ ଅଭିଯୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026
Latest News

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.