Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କାର୍ ସହ ୧୧୪ କେଜି ଗଞ୍ଜେଇ ଜବତ: ଦୁଇ ଗିରଫ
ଅପରାଧ

କାର୍ ସହ ୧୧୪ କେଜି ଗଞ୍ଜେଇ ଜବତ: ଦୁଇ ଗିରଫ

March 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Delhi Police arrest Bhubaneswar youth over extremist posts
Delhi Police arrest Bhubaneswar youth over extremist posts

କଟକ: ନିର୍ଗୁଣ୍ଡି ଟୋଲ ଗେଟ୍ ନିକଟରେ ଆଜି କେନ୍ଦ୍ରାଚଂଳ ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଚଢ଼ଉ କରାଯାଇ କାର୍ ସହିତ ୧୧୪ କେଜି ଗଞ୍ଜେଇ ଜବତ କରାଯାଇଛି। ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ଝାଡ଼ଖଣ୍ଡ ରାଜ୍ୟର ରାକେଶ କୁମାର ପରମାଣିକ (୨୫) ଓ ମହେଶ ଦାଶ (୨୫)।

କାର୍ ନଂ ଜେଏଚ୦୫ସିଓ-୩୦୭୦ ଯୋଗେ ଝାଡ଼ଖଣ୍ଡ ରାଜ୍ୟକୁ ଏହି ଗଞ୍ଜେଇ ଚୋରା ଚାଲାଣ ହେଉଥିଲା। କୌଣସି ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ କରାଯାଇ କାର୍ ଟିକୁ ଧରାଯାଇଥିଲା। ଯାଂଚ୍ ବେଳେ ଗାଡିରୁ ଏହି ୧୧୪ କେଜି ଗଞ୍ଜେଇ ଜବତ କରାଯାଇଥିଲା। ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୧ ଲକ୍ଷ ହେବ ବୋଲି ବିଭାଗୀୟ ସୂତ୍ରରୁ ସୂଚନା ମିଳିଛି।

ଗଞ୍ଜେଇ ଜବତ ଦୁଇ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

୧୯୪୭ ମସିହାରେ ଭାରତରେ ପେଟ୍ରୋଲର ଦର କେତେ ଥିଲା ? ଜାଣନ୍ତୁ ୭୮ ବର୍ଷ ମଧ୍ୟରେ ଦର କିପରି ବୃଦ୍ଧି ପାଇଛି

May 25, 2026

ନୂଆଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

May 25, 2026

ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧିକୁ ନେଇ ବିଜେପିକୁ କଟାକ୍ଷ କଲା ଆପ

May 25, 2026

ବିଜେଡି ଛାଡିବେ ସାଂସଦ ଦେବାଶିଷ ସାମନ୍ତରାୟ, ବିଜେପିରେ ମିଶି ପୁଣି ଯିବେ ରାଜ୍ୟସଭା !!

May 25, 2026
Latest News

ଉତ୍ତରାଖଣ୍ଡ ଏବଂ ଗୁଜରାଟ ପରେ ଏବେ ଏହି ରାଜ୍ୟରେ ଲାଗୁ ହେବ UCC: ବିଧାନସଭାରେ ଆଗତ ହେଲା ବିଲ୍ 

May 25, 2026

୧୯୪୭ ମସିହାରେ ଭାରତରେ ପେଟ୍ରୋଲର ଦର କେତେ ଥିଲା ? ଜାଣନ୍ତୁ ୭୮ ବର୍ଷ ମଧ୍ୟରେ ଦର କିପରି ବୃଦ୍ଧି ପାଇଛି

May 25, 2026

ନୂଆଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

May 25, 2026

ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧିକୁ ନେଇ ବିଜେପିକୁ କଟାକ୍ଷ କଲା ଆପ

May 25, 2026

ବିଜେଡି ଛାଡିବେ ସାଂସଦ ଦେବାଶିଷ ସାମନ୍ତରାୟ, ବିଜେପିରେ ମିଶି ପୁଣି ଯିବେ ରାଜ୍ୟସଭା !!

May 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.