ବାଲେଶ୍ୱର: ବାଲେଶ୍ୱର ରେମୁଣା ଗୋଲେଇ ନିକଟରେ ଜଣଙ୍କୁ ଗଛରେ ବାନ୍ଧି ନିସ୍ତୁକ ପିଟି ଛନ୍ତି ସ୍ଥାନୀୟ ଲୋକେ। ପିଲା ଚୋର ସନ୍ଦେହରେ ତାଙ୍କୁ ଗଛରେ ବାନ୍ଧି ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି। ବାଲେଶ୍ୱର ରେମୁଣା
‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବିSeptember 9, 2025