ବାଲେଶ୍ୱର: ବାଲେଶ୍ୱର ରେମୁଣା ଗୋଲେଇ ନିକଟରେ ଜଣଙ୍କୁ ଗଛରେ ବାନ୍ଧି ନିସ୍ତୁକ ପିଟି ଛନ୍ତି ସ୍ଥାନୀୟ ଲୋକେ। ପିଲା ଚୋର ସନ୍ଦେହରେ ତାଙ୍କୁ ଗଛରେ ବାନ୍ଧି ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି। ପିଲାଚୋର ସନ୍ଦେହ ବାଲେଶ୍ୱର ରେମୁଣା
ପେଟ୍ରୋଲିୟମ୍ ସଂଘର ଆଲୋଚନା ପରେ ବଡ଼ ନିଷ୍ପତ୍ତି: ସମ୍ପୂର୍ଣ୍ଣ ନିଷେଧ ହେଲା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ କରିବାJuly 22, 2025