Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସାମାଜିକ ଗଣମାଧ୍ୟମରେ ହିନ୍ଦୁ ଧର୍ମ ପ୍ରତି ଅଶାଳୀନ ପୋଷ୍ଟ: କାର୍ଯ୍ୟାନୁଷ୍ଠାନ ଦାବିରେ ଏସପିଙ୍କୁ ଦାବିପତ୍ର
ଅପରାଧ

ସାମାଜିକ ଗଣମାଧ୍ୟମରେ ହିନ୍ଦୁ ଧର୍ମ ପ୍ରତି ଅଶାଳୀନ ପୋଷ୍ଟ: କାର୍ଯ୍ୟାନୁଷ୍ଠାନ ଦାବିରେ ଏସପିଙ୍କୁ ଦାବିପତ୍ର

March 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋରେଇ: ସମାଜିକ ଗଣମାଧ୍ୟମରେ ହିନ୍ଦୁ ଧର୍ମ, ହିନ୍ଦୁ ପୁରାଣ ଶାସ୍ତ୍ର ଓ ହିନ୍ଦୁ ଦେବାଦେବୀଙ୍କୁ କଦର୍ଥ କରି ଲେଖା ଓ ଟିପ୍ପଣୀ ପ୍ରଦାନ କରୁଥିବା ମନୋରଞ୍ଜନ ଯେନାଙ୍କୁ ଗିରଫ କରି କଠୋର ଦଣ୍ଡ ବିଧାନ ନିମନ୍ତେ ଯାଜପୁର ଜିଲ୍ଲା ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ଜିଲ୍ଲା ପୁଲିସ ମୁଖ୍ୟାଳୟରେ ଏସପିଙ୍କୁ ଲିଖିତ ଦାବି ପତ୍ର ପ୍ରଦାନ କରାଯାଇଛି।

ଅଭିଯୋଗ ମୁତାବକ ବଡଚଣା ଥାନା ଅଂଚଳର ମନୋରଞ୍ଜନ ଯେନା ଦୀର୍ଘ ଦିନ ହେବ ସାମାଜିକ ଗଣମାଧ୍ୟମ ଓ ଫେସବୁକ୍ ମାଧ୍ୟମରେ ହିନ୍ଦୁ ଧର୍ମ ସମ୍ପର୍କରେ କଦର୍ଥ ଟିପ୍ପଣୀ ମାନ ପୋଷ୍ଟ କରି ସମାଜରେ ହିଂସା ଓ ଅଶାନ୍ତି ସୃଷ୍ଟି କରିବାରେ ଲାଗିଛନ୍ତି। ଏହିଭଳି ନକାରାତ୍ମକ ଲେଖା ସମାଜରେ ପ୍ରତ୍ୟେକ ଦିନ ଅଶାନ୍ତିର ବିଷ ମଞ୍ଜି ବୁଣି ଚାଲିଛି। ଏଭଳି କାର୍ଯ୍ୟକଳାପକୁ ରୋକା ନଗଲେ ନିଆଁ ଭଳି କୁହୁଳୁଥିବା ଅସନ୍ତୋଷ ସମଗ୍ର ରାଜ୍ୟକୁ ବ୍ୟାପିବ। ତେଣୁ ଜିଲ୍ଲା ବଜରଙ୍ଗ ଦଳ ଓ ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି ।

ବଜରଙ୍ଗ ଦଳ ହିନ୍ଦୁ ଦେବାଦେବୀ
Share. Facebook Twitter LinkedIn Email WhatsApp Copy Link

Related Posts

ମାଲବ୍ୟ ନଗର ଅଗ୍ନିକାଣ୍ଡ ଘଟଣା: ହୋଟେଲ ମାଲିକ ଲାଭକେଶ ବଜାଜ ଗିରଫ

June 3, 2026

ସିବିଆଇ ଜାଲରେ ଆୟକର ଅଧିକାରୀ

June 3, 2026

ହୀରାକୁଦରେ ଛୁରାମାଡ଼ : ଜଣେ ଗୁରୁତର

June 3, 2026

ସମ୍ପତ୍ତି ବିବାଦ : ଦୁଇ ଭାଇ, ଭାଉଜଙ୍କୁ ଭୁଜାଲି ମାଡ଼

June 3, 2026
Latest News

ମାଲବ୍ୟ ନଗର ଅଗ୍ନିକାଣ୍ଡ ଘଟଣା: ହୋଟେଲ ମାଲିକ ଲାଭକେଶ ବଜାଜ ଗିରଫ

June 3, 2026

ସିବିଆଇ ଜାଲରେ ଆୟକର ଅଧିକାରୀ

June 3, 2026

ହୀରାକୁଦରେ ଛୁରାମାଡ଼ : ଜଣେ ଗୁରୁତର

June 3, 2026

ସମ୍ପତ୍ତି ବିବାଦ : ଦୁଇ ଭାଇ, ଭାଉଜଙ୍କୁ ଭୁଜାଲି ମାଡ଼

June 3, 2026

ଖାଦ୍ୟ ସୁରକ୍ଷା ନିଶ୍ଚିତ କରୁଛି ଏଫ୍‍ସିଆଇର ସାଇଲୋ ବ୍ୟବସ୍ଥା

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.