Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପ୍ରେମ ନିବେଦନ କରି ବିଫଳ ହେବାରୁ ଆକ୍ରମଣ ଅଭିଯୋଗ: ଝିଅ ଗୁରୁତର, ମାଆ ମୃତ
ଅପରାଧ

ପ୍ରେମ ନିବେଦନ କରି ବିଫଳ ହେବାରୁ ଆକ୍ରମଣ ଅଭିଯୋଗ: ଝିଅ ଗୁରୁତର, ମାଆ ମୃତ

March 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
knife attack
ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରୀରେ ଭୁସି ହତ୍ୟା କଲା ୮ମ ଛାତ୍ର, ସ୍କୁଲ ବାହାରେ ଉତ୍ତେଜନା

ଭବାନୀପାଟଣା: ପ୍ରେମ ନିବେଦନ କରି ବିଫଳ ହେବା ପରେ ଯୁବତୀଙ୍କ ଗଳାକାଟି ହତ୍ୟା ଉଦ୍ୟମ କରିଛି ଯୁବକ। ଯୁବତୀଙ୍କ ମାଆ ଝିଅକୁ ବଂଚାଇବାକୁ ଉଦ୍ୟମ କରିଥିବା ବେଳେ ଅଭିଯୁକ୍ତର ଛୁରାଘାତରେ ପ୍ରାଣ ହରାଇଛନ୍ତି। ଗତକାଲି ଏଭଳି ଏକ ହତ୍ୟାକାଣ୍ଡ ଘଟିଯାଇଛି କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ କର୍ଲାଖୁଂଟା ଗ୍ରାମରେ।

ଯୁବତୀ ଜଣକ ପୋଖରୀରୁ ଗାଧୋଇ ସାରି ଫେରୁଥିବା ବେଳେ ଅଭିଯୁକ୍ତ ଯୁବକ ଜଣକ ତାଙ୍କୁ ଛୁରୀରେ ଆକ୍ରମଣ କରିଥିଲା। ଘଟଣାରେ ତାଙ୍କ ମାଆଙ୍କ ମୃତ୍ୟୁ ଘଟିଥିବା ବେଳେ ଝିଅ ଗୁରୁତର ଆହତ ହୋଇଛନ୍ତି।

ଗୁରୁତର ଯୁବତୀଙ୍କୁ ଚିକିତ୍ସା ନିମନ୍ତେ କେସିଙ୍ଗା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଖବର ପାଇ କେସିଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ କରିବା ସହ ଅଭିଯୁକ୍ତକୁ ଅଟକ ରଖି ପଚରା ଉଚୁରା ଜାରୀ ରଖିଛି। ଏକ ତରଫା ପ୍ରେମ କରି ବିଫଳ ହେବାରୁ ଉତ୍ୟେକ୍ତ ଯୁବକ ହତ୍ୟାକାଣ୍ଡ ଘଟାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।

ଗଳାକାଟି ହତ୍ୟା ଝିଅ ଗୁରୁତର ପ୍ରେମ ନିବେଦନ
Share. Facebook Twitter LinkedIn Email WhatsApp Copy Link

Related Posts

ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର

February 28, 2026

ନବୀନ ପଟ୍ଟନାୟକ ଘୋଷଣା କଲେ ଦୁଇ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ, ସେମାନଙ୍କ ନାମ ହେଲା

February 28, 2026

ଇରାନ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ: ତେହେରାନ ସମେତ ଅନେକ ସ୍ଥାନରେ ବିସ୍ଫୋରଣ

February 28, 2026

“ବିଶ୍ୱର ସବୁଠାରୁ ଦ୍ରୁତ ଗତିରେ ବଢୁଥିବା ଅର୍ଥନୀତି”: ମୁମ୍ବାଇରେ ପହଞ୍ଚି ଭାରତକୁ ପ୍ରଶଂସା କଲେ କାନାଡା ପିଏମ

February 28, 2026
Latest News

ପ୍ରତିବର୍ଷ ୧୦ ହଜାର ଭାରତୀୟଙ୍କୁ ଇସ୍ରାଏଲ ଦେବ ନିଯୁକ୍ତି?: ମୋଦି ଏବଂ ନେତାନ୍ୟାହୁଙ୍କ ବୈଠକରେ ନିଷ୍ପତ୍ତି

February 28, 2026

ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର

February 28, 2026

ନବୀନ ପଟ୍ଟନାୟକ ଘୋଷଣା କଲେ ଦୁଇ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ, ସେମାନଙ୍କ ନାମ ହେଲା

February 28, 2026

ଇରାନ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ: ତେହେରାନ ସମେତ ଅନେକ ସ୍ଥାନରେ ବିସ୍ଫୋରଣ

February 28, 2026

“ବିଶ୍ୱର ସବୁଠାରୁ ଦ୍ରୁତ ଗତିରେ ବଢୁଥିବା ଅର୍ଥନୀତି”: ମୁମ୍ବାଇରେ ପହଞ୍ଚି ଭାରତକୁ ପ୍ରଶଂସା କଲେ କାନାଡା ପିଏମ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.