ବାରିପଦା: ମୟୂରଭଞ୍ଜ ଜିଲ୍ଲା ଜାମଦା ଥାନା ଅନ୍ତର୍ଗତ ମାନବୀର ଗ୍ରାମରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ପୋଲିସ ଅଭିଯୁକ୍ତକୁ ଗିରଫ କରିଛି। ଏନେଇ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରୀ ରହିଛି। ଅଭିଯୁକ୍ତ ଗିରଫ
ସ୍ୱତନ୍ତ୍ର ଅଭିଯାନ ଅଧୀନରେ କରାଯାଇଥିବା କାର୍ଯ୍ୟକଳାପ ସମୀକ୍ଷା କଲେ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଏଲ. ମୁରୁଗନNovember 5, 2025