Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚିଲିକାରେ ଅଭାବନୀୟ ଘଟଣା: ମା’ ସହ ୩ ବର୍ଷୀୟ ପୁଅର ସନ୍ଦେହଜନକ ମୃତ୍ୟୁ
ଅପରାଧ

ଚିଲିକାରେ ଅଭାବନୀୟ ଘଟଣା: ମା’ ସହ ୩ ବର୍ଷୀୟ ପୁଅର ସନ୍ଦେହଜନକ ମୃତ୍ୟୁ

April 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ଆଂକୁଲା ପଞ୍ଚାୟତ ବାଉରୀ ସାହିରେ ଏକ ଲୋମ ହର୍ଷଣକାରି ଘଟଣା ଘଟିଯାଇଛି। ଏକା ସାଙ୍ଗରେ ମା ଏବଂ ପୁଅର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି।

ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତ୍ରିରେ ବ୍ରାହ୍ମଣକୋଷଡ଼ିହ ଗ୍ରାମ ବାଉରୀ ସାହିର ବିଭୁ ନାୟକଙ୍କ ପତ୍ନୀ ସସ୍ମିତା ନାୟକ (୨୫) ଏବଂ ୩ ବର୍ଷର ପୁତ୍ର (ହାପି)ଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ତେବେ ପରିବାର ପକ୍ଷରୁ ଏହା ଆତ୍ମହତ୍ୟା ବୋଲି ଦାବି ହେଉଛି। ପରିବାର ବର୍ଗଙ୍କ ମୁତାବିକ ଉଭୟ ମା ଏବଂ ପୁଅ ବେକରେ ଦଉଡି ଲଗାଇ ଆତ୍ମହତ୍ୟା କରିଛନ୍ତି।

ତେବେ ଖବର ପାଇ ବର୍ତ୍ତମାନ ଘଟଣାସ୍ଥଳରେ ବାଲୁଗାଁ ଏସଡ଼ିପିଓ, ବାଲୁଗାଁ ଆଇ ଆଇ ସି, ଥାନାର ଉଭୟ ଏସଆଇ ଏବଂ ସାଇଣ୍ଟିଫିକ୍ ଦଳ ପହଁଚି ତଦନ୍ତ ଜାରି ରଖିଛନ୍ତି। ଅପରପକ୍ଷେ ପରିବାର ବର୍ଗର ସମସ୍ତ ବ୍ୟକ୍ତିଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା ଜାରି ରଖିଛି। କିନ୍ତୁ ଏହା ହତ୍ୟା ନା ଆତ୍ମହତ୍ୟା ତାହା ତଦନ୍ତ ପରେ ଜଣାପଡିବ।

ବାଲୁଗାଁ ଥାନା ସନ୍ଦେହଜନକ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026
Latest News

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.