Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଜଗତସିଂହପୁର ଏଟିଏମ୍ ଚୋରି ଘଟଣା: ସଦର ପୋଲିସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ
ଅପରାଧ

ଜଗତସିଂହପୁର ଏଟିଏମ୍ ଚୋରି ଘଟଣା: ସଦର ପୋଲିସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

April 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଜଗତସିଂହପୁର ସଦର ଥାନା ଅନ୍ତର୍ଗତ ଦୁର୍ଗା ବଜାର ଠାରେ ଥିବା ଇଣ୍ଡିଆନ ବ୍ୟାଙ୍କ ଏଟିଏମ୍ କୁ ତାଡ଼ି ଚୋରି ଉଦ୍ୟମ କରିଥିବା ୨ ଜଣ ଚୋରକୁ ଜଗତସିଂହପୁର ପୋଲିସ ଗିରଫ କରିଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏସଡ଼ିପିଓ ଏନେଇ ସୂଚନା ପ୍ରଦାନ କରିଛନ୍ତି।

ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ଏସଡ଼ିପିଓ ପ୍ରିୟରଞ୍ଜନ ଶତପଥୀ କହିଛନ୍ତି ଯେ, ଗତ ୧୭ ତାରିଖ ରାତିରେ ଏଟିଏମକୁ ଚୋର ମାନେ ତାଡ଼ି ଟଙ୍କା ଲୁଟ କରିବା ଉଦ୍ୟମରେ ବିଫଳ ହୋଇଥିଲେ। ତେବେ ଏଟିଏମ ଲୁଟ ନେଇ ଇଣ୍ଡିଆନ ବ୍ୟାଙ୍କ ବ୍ରାଞ୍ଚ ମ୍ୟାନେଜର ନିଳିମା ଶତପଥୀ ଜଗତସିଂହପୁର ଥାନାରେ ଗତ ୧୮ ତାରିଖରେ ଅଭିଯୋଗ କରିଥିଲେ।ଜଗତସିଂହପୁର ଥାନା ପୋଲିସ ଅଭିଯୋଗ ପାଇବା ପରେ ଘଟଣା ସ୍ଥଳକୁ ଥାନା ଅଧିକାରୀ ରଜନୀକାନ୍ତ ମିଶ୍ର ଏବଂ ସଦର ପୋଲିସ ସଦଳବଳେ ଯାଇ ବ୍ୟାଙ୍କର ସିଡ଼ିଆର ଓ ଆଖପାଖର ସିସିଟିଭି ଫୁଟେଜକୁ ଆଧାର କରି ଏହାର ତଦନ୍ତ କରିବା ପରେ ବାଲିକୁଦା ଥାନା ଅଧିନସ୍ଥ ବାଖରାବାଦ ଗ୍ରାମର ଗଦାଧର ନାୟକଙ୍କ ପୁଅ ରାକେଶ ନାୟକ ଓ ବାଲିକୁଦା ବାଲିସାହି ଗ୍ରାମର ସାହିଦ ଖାଁ କୁ ପୋଲିସ ଗିରଫ କରିବା ସହିତ ଏଟିଏମ ତାଡିବାରେ ବ୍ୟବହୃତ ଏକ ଷ୍ଟିଲ ପାଇପ ଏବଂ ଏକ ବକ୍ସର ବାଇକକୁ ଜବତ କରିଛି।

ତେବେ ରାକେଶ ଓ ସାହିଦକୁ ପୋଲିସ ଆଜି କୋର୍ଟ ଚାଲାଣ କରିଥିବା ସାମ୍ବାଦିକ ସମ୍ମିଳନୀରେ ଏସଡ଼ିପିଓ ପ୍ରିୟରଞ୍ଜନ ଶତପଥୀଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଜଗତସିଂହପୁର ସାମ୍ବାଦିକ ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026
Latest News

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026

ସ୍ତ୍ରୀର ଅଶ୍ଳୀଳ ଫଟୋ ଭାଇରାଲ କରି ସ୍ଵାମୀ ଗିରଫ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.