Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଏଥର ଆଉ ନିସ୍ତାର ନାହିଁ: ଖଣି ମାଫିଆଙ୍କ ଉପରେ ଲଗାମ ଲଗାଇବା ପାଇଁ ଅଣ୍ଟା ଭିଡିଲେ ବାଲୁଗାଁ ଏସଡିପିଓ
ଅପରାଧ

ଏଥର ଆଉ ନିସ୍ତାର ନାହିଁ: ଖଣି ମାଫିଆଙ୍କ ଉପରେ ଲଗାମ ଲଗାଇବା ପାଇଁ ଅଣ୍ଟା ଭିଡିଲେ ବାଲୁଗାଁ ଏସଡିପିଓ

April 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ଟାଙ୍ଗୀ: ଦିନକୁ ଦିନ ଟାଙ୍ଗୀ ତହସିଲ ଅଂଚଳରେ ପଥର ମାଫିଆଙ୍କ ଆତଙ୍କ ବଢିବାରେ ଲାଗିଛି। କେତେବେଳେ ତହସିଲଦାର ତ କେତେବେଳେ ରାଜସ୍ୱ ନୀରିକ୍ଷକ ପଥର ମାଫିଆମାନଙ୍କ ଆକ୍ରୋଶର ଶୀକାର ହେଉଛନ୍ତି। ହେଲେ ମାଫିଆମାନଙ୍କୁ ସାବାଡ କରିବା ପାଇଁ ଜିଲ୍ଲା ପ୍ରଶାସନ ଏବେ ଅଣ୍ଟା ଭିଡିଛି।

ଏହି ପ୍ରରିପେକ୍ଷୀରେ ଆଜି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ବେଆଇନ ପଥର ଖଣିର ଉପରେ ଚଢାଉ କରିଛି। କୁହୁଡି ତଳ ଗଡ ମୌଜାରେ ଚଢାଉ କରି ଜିଲ୍ଲା ପ୍ରଶାସନ ୪ ଟି ମାଟି ବୋଝେଇ ହାଇୱା ସହ ଗୋଟିଏ ପୋକଲିନ୍ ଜବତ କରିଛି। ଟାଙ୍ଗୀ ତହସିଲଦାର ଯୁଗଳ କିଶୋର ମିଶ୍ର, ଅତିରିକ୍ତ ତହସିଲଦାର ଶରତ ଦେହୁରୀ, ବାଲୁଗାଁ ଏସଡିପିଓ ମାନସ ରଂଜନ ବାରିକ, ଟାଙ୍ଗୀ ଆଇଆଇସି ସରୋଜ କୁମାର ଉପାଧ୍ୟ୍ୟାୟ ଏହି ଚଢାଉରେ ସାମିଲ ଥିଲେ।

ପଥର ମାଫିଆ ମାନେ ବେଧଡକ ଦିନ ଦ୍ୱିପ୍ରହରରେ ମାଟି ଲୁଟି ନେବା ଫଳରେ ରାଜ୍ୟ ସରକାରଙ୍କ ରାଜସ୍ୱ ହାନି ହେଉଛି। ଏହାସହ ପରିବେଶ ପ୍ରଦୂଷଣ ହେବାରେ ଲାଗିଛି। ତେଣୁ ଏଭଳି ଚଢାଉ ଆଗକୁ ଜାରି ରଖିବେ ବୋଲି ଖଣି ମାଫିଆମାନଙ୍କୁ ବାଲୁଗାଁ ଏସ୍ ଡି ପି ଓ ମାନସ ରଂଜନ ବାରିକ କଡା ସନ୍ଦେଶ ଦେଇଛନ୍ତି।

ଖଣି ମାଫିଆ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଟାଙ୍ଗୀ ତହସିଲ ବାଲୁଗାଁ ଏସଡ଼ିପିଓ ବେଆଇନ ପଥର ଖଣି
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.