Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପଶ୍ଚିମବଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ଉପରକୁ ଆକ୍ରମଣ ଅଭିଯୋଗ: ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଲା ଭିଡିଓ
ଅପରାଧ

ପଶ୍ଚିମବଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ଉପରକୁ ଆକ୍ରମଣ ଅଭିଯୋଗ: ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଲା ଭିଡିଓ

May 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନିର୍ବାଚନ ଫଳାଫଳ ପରେ ପଶ୍ଚିମବଙ୍ଗରେ ହିଂସା କମିବାର ନାଁ ଧରୁନି। ବର୍ତ୍ତମାନ କେନ୍ଦ୍ର ମନ୍ତ୍ରୀ ଭି. ମୁରଲୀଧରନଙ୍କ ଉପରକୁ ମେଦିନୀପୁରରେ ଆକ୍ରମଣ ହୋଇଥିବା ଖବର ମିଳିଛି। ଏହି ଆକ୍ରମଣରେ କେନ୍ଦ୍ରମନ୍ତ୍ରୀଙ୍କ ଗାଡି କ୍ଷତିଗ୍ରସ୍ତ ହୋଇଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣର ଏକ ଭିଡିଓ ମଧ୍ୟ ସାମାଜିକ ଗଣମାଧ୍ୟମରେ ଘୁରି ବୁଲୁଛି।

https://twitter.com/VMBJP/status/1390209778798923778

ତେବେ ଆକ୍ରମଣର ଏକ ଭିଡିଓକୁ ନିଜେ କେନ୍ଦ୍ର ମନ୍ତ୍ରୀ ମୁରଲୀଧରନ ଟ୍ବିଟରରେ ସେୟାର କରିଛନ୍ତି। ଟିଏମସି କର୍ମୀ ଏହି ଆକ୍ରମଣ କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଅଭିଯୋଗ କରିଛନ୍ତି।

ଆକ୍ରମଣ କେନ୍ଦ୍ରମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026

ଅତିରିକ୍ତ ସମୟରେ ଆର୍ଜେଣ୍ଟିନାର ଦମଦାର ବିଜୟ: ସେମିଫାଇନାଲରେ ପହଞ୍ଚିଲା ମେସିଙ୍କ ଦଳ 

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.