Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ବଡ ସଫଳତା: ଉଦ୍ଧାର ହେଲେ ପଶ୍ଚିମବଙ୍ଗ ଚାଲାଣ ହେଉଥିବା ୪୫ଟି ଗୋରୁ
ଅପରାଧ

ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ବଡ ସଫଳତା: ଉଦ୍ଧାର ହେଲେ ପଶ୍ଚିମବଙ୍ଗ ଚାଲାଣ ହେଉଥିବା ୪୫ଟି ଗୋରୁ

May 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ଏକ ବଡ ସଫଳତା ମିଳିଛି। ବେଆଇନ ଗୋରୁ ଚାଲାଣ କରୁଥିବା ଏକ କଣ୍ଟେନରକୁ ପୋଲିସ ଜବତ କରିଛି। ସେଥିରେ ୪୫ ଟି ଗୋରୁଙ୍କୁ ପୋଲିସ ଉଦ୍ଧାର କରିବା ସହ ଡ୍ରାଇଭରକୁ ଗିରଫ କରିଛି।

ସୂଚନା ମୁତାବକ, କୌଣସି ଏକ ନିର୍ଭରଯୋଗ୍ୟ ସୂତ୍ରରୁ ଖବର ପାଇ ଟାଉନ ଥାନା ଆଇଆଇସି ସଞ୍ଜୟ କୁମାର ପଟ୍ଟନାୟକ ଏବଂ ଟିମ୍ ଗତକାଲି ରାତିରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଛପି ରହିଥିଲେ। ତେବେ ପାଖାପାଖି ରାତି ୨ ଟା ସମୟରେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଦୀକ୍ଷିତପଡ଼ାରୁ ଏକ ଗାଈ, ଷଣ୍ଢ ବୋଝେଇ କଣ୍ଟେନର ବାହାରି କୋଲକାତାର ଏକ କଂସେଇଖାନା ଅଭିମୁଖେ ଯାଉଥିବା ବେଳେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପୋଲିସ ଦ୍ୱାରା ଧରା ପଡିଥିଲା।

ଗାଡ଼ି ଡ୍ରାଇଭରକୁ ପୋଲିସ ଗିରଫ କରିବା ସହ ତାଙ୍କ ବିରୁଦ୍ଧରେ କେସ ନମ୍ବର ୨୧୧/୨୧ ରେ ମାମଲା ରୁଜୁ କରିଛି। ଗାଡ଼ି ଡ୍ରାଇଭର ଜଣଙ୍କ ଧାମନଗର ଅଞ୍ଚଳର ଶେଖ ହାଇଦର ବୋଲି ଜଣାପଡିଛି। ଅପରପକ୍ଷରେ ଉଦ୍ଧାର ହୋଇଥିବା ୪୫ ଟି ଗୋରୁଙ୍କୁ ସିଜୁଆ ସ୍ଥିତ ପିପୁଲ ଫର ଆନିମଲ ନାମକ ଏକ ସାମାଜିକ ଅନୁଷ୍ଠାନର ଜିମ୍ମା ଦିଆଯାଇଥିବାର ସୂଚନା ଦେଇଛନ୍ତି ଆଇଆଇସି ଶ୍ରୀ ପଟ୍ଟନାୟକ। ଉକ୍ତ ରେଡରେ ଖୋର୍ଦ୍ଧା ଟାଉନ ଥାନା ଏସଆଇ ବିଜୟ ବେହେରା, ପଦ୍ମଲୋଚନ ବେହେରା ଏବଂ ଶିଳ୍ପାଞ୍ଚଳ ଫାଣ୍ଡି ଅଧିକାରୀ ଦିଗବିଜୟ ବିଶ୍ୱାଳ ଆଦି ସାମିଲ ଥିଲେ।

ଖୋର୍ଦ୍ଧା ଟାଉନ ଥାନା ପୋଲିସ ପଶ୍ଚିମବଙ୍ଗ ବେଆଇନ ଗୋରୁ ଚାଲାଣ
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.