Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବିମାନ ଅପହରଣ କରି ପାକିସ୍ଥାନ ନେଇଯିବାକୁ ଧମକ: ଜଣେ ଯୁବକକୁ ଅଟକ ରଖିଲା ପୋଲିସ
ଅପରାଧ

ବିମାନ ଅପହରଣ କରି ପାକିସ୍ଥାନ ନେଇଯିବାକୁ ଧମକ: ଜଣେ ଯୁବକକୁ ଅଟକ ରଖିଲା ପୋଲିସ

June 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
airplane night city

ନୂଆଦିଲ୍ଲୀ: ବିମାନ ବନ୍ଦରରୁ ବିମାନ ଅପହରଣ କରି ପାକିସ୍ଥାନ ନେଇଯିବା ନେଇ ଧମକ ହୋଇଛି। ମଧ୍ୟପ୍ରଦେଶର ଭୋପାଳ ଏବଂ ଇନ୍ଦୋର ବିମାନ ବନ୍ଦରରୁ ବିମାନ ଅପହରଣ କରି ପାକିସ୍ତାନ ନେଇଯିବା ନେଇ ଧମକ ହୋଇଛି। ଧମକ ଦେଇଥିବା ଯୁବକଜଣଙ୍କୁ ପୋଲିସ ଅଟକ ରଖିଛି।

ସୁଚନା ଅନୁଯାୟୀ, ଗତକାଲି ସନ୍ଧ୍ୟା ୫ ଟା ସମୟରେ ଭୋପାଳ ବିମାନ ବନ୍ଦରକୁ ଜଣେ ୩୪ ବର୍ଷୀୟ ଯୁବକ ଫୋନ କରି ବିମାନ ଅପହରଣ କରି ପାକିସ୍ଥାନ ନେଇଯିବା ନେଇ ଧମକ ଦେଇଥିଲା। ଏଭଳି ଧମକ ପାଇବା ପରେ ପୋଲିସ ତଦନ୍ତ ଆରମ୍ଭ କରିଦେଇଥିଲା।

ତେବେ ତଦନ୍ତ ପରେ ଅଭିଯୁକ୍ତ ଯୁବକଜଣଙ୍କୁ ଗତକାଲି ବିଳମ୍ବିତ ରାତିରେ ପୋଲିସ ଅଟକ ରଖିଛି। ବର୍ତ୍ତମାନ ଯୁବକଜଣଙ୍କୁ ପଚରାଉଚରା କରାଯାଉଛି। ଏନେଇ ବିମାନବନ୍ଦରର ସୁରକ୍ଷାକୁ ବଢାଇ ଦିଆଯାଇଛି। ମୁମ୍ବାଇ ଯାଉଥିବା ସମସ୍ତ ବିମାନକୁ କଡାକଡି ଯାଞ୍ଚ କରାଯାଉଥିବା ଜଣେ ଅଧିକାରୀ ସୂଚନା ଦେଇଛନ୍ତି।

ପାକିସ୍ଥାନ
Share. Facebook Twitter LinkedIn Email WhatsApp Copy Link

Related Posts

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.