Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସାବିତ୍ରୀ ପୂର୍ବରୁ ଚାନ୍ଦପୁରରେ ଅଘଟଣ: ଥାନା ଭିତରେ ପଶି ସାବିତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ସତ୍ୟବାନ
ଅପରାଧ

ସାବିତ୍ରୀ ପୂର୍ବରୁ ଚାନ୍ଦପୁରରେ ଅଘଟଣ: ଥାନା ଭିତରେ ପଶି ସାବିତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ସତ୍ୟବାନ

June 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୟାଗଡ଼/ଚାନ୍ଦପୁର: ଆସନ୍ତାକାଲି ସାବିତ୍ରୀ ଅମାବାସ୍ୟା ଥିବାବେଳେ ଆଜି ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଞ୍ଚଳରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ସାବିତ୍ରୀଙ୍କୁ ସତ୍ୟବାନ ମରଣାନ୍ତକ ଆକ୍ରମଣ କରି ଜେଲ ଯାଇଛନ୍ତି। ଟାଙ୍ଗୀ ମଙ୍ଗଳାଯୋଡ଼ି ଅଞ୍ଚଳର ସୁଶାନ୍ତ ମହାରଣା ତାଙ୍କ ପତ୍ନୀ କୁନି ମହାରଣାଙ୍କୁ ମରଣାନ୍ତକ ଆକ୍ରମଣ କରି ଗିରଫ ହୋଇଛନ୍ତି।

ସୂଚନା ମୁତାବକ ସୁଶାନ୍ତ ଏକ ଠିକା ଡ୍ରାଇଭର ଭାବେ ଚିଲିକା ଅଞ୍ଚଳରେ କାର୍ଯ୍ୟ କରନ୍ତି। ସେ ଚାନ୍ଦପୁର ଅଞ୍ଚଳର କୁନି ମହାରଣାଙ୍କୁ ବିବାହ କରିଛନ୍ତି। ତେବେ ଆଜି ଅପରାହ୍ନରେ ସୁଶାନ୍ତ ମଦ ପିଇ ଏକ ସ୍କୃଡ୍ରାଇଭର ଧରି ତାଙ୍କ ପତ୍ନୀ କୁନିଙ୍କୁ ଜୀବନରୁ ମାରିବା ପାଇଁ ଗୋଡ଼ାଇଥିଲେ। କୁନି ଜୀବନ ବିକଳରେ ଧାଇଁ ଧାଇଁ ଚାନ୍ଦପୁର ଥାନା ଭିତରେ ପଶିଯାଇଥିଲେ। କିନ୍ତୁ ଏତିକିରେ ସୁଶାନ୍ତଙ୍କ ମନ ଶାନ୍ତି ହୋଇନଥିଲା। ସେ ଥାନା ଭିତରକୁ ପଶି ମଧ୍ୟ କୁନିଙ୍କୁ ସ୍କୃଡ୍ରାଇଭର ଦ୍ୱାରା ଆକ୍ରମଣ କରିବାକୁ ପଛାଇନଥିଲେ।

ତେବେ ଚାନ୍ଦପୁର ପୋଲିସ କର୍ମଚାରୀମାନେ କୁନିଙ୍କୁ ରକ୍ଷା କରିବାରୁ ସୁଶାନ୍ତ ପୋଲିସ କର୍ମଚାରୀଙ୍କୁ ମଧ୍ୟ ମରଣାନ୍ତକ ଆକ୍ରମଣ କରି କ୍ଷତବିକ୍ଷତ କରିପକାଇଥଲେ। ଏହାଜାଣି ସଙ୍ଗେସଙ୍ଗେ ଚାନ୍ଦପୁର ଆଇଆଇସି ରଶ୍ମିରଞ୍ଜନ ଦାସ ଏବଂ ଅନ୍ୟ କର୍ମଚାରୀ ବହୁତ ବଳ ଖଟାଇ ପରିଶେଷରେ ସୁଶାନ୍ତଙ୍କୁ କାବୁ କରଥିଲେ। ତେବେ ପତ୍ନୀଙ୍କ ଅଭିଯୋଗ ଅନୁଯାୟୀ ସୁଶାନ୍ତଙ୍କ ବିରୋଧରେ ଚାନ୍ଦପୁର ପୋଲିସ କେସ ନମ୍ବର ୮୧/୨୧ ରେ ଏକାଧିକ ସଙ୍ଗୀନ ଦଫା ଲଗାଇ ମାମଲା ରୁଜୁକରି ଆଜି ତାଙ୍କୁ କୋର୍ଟଚାଲାଣ କରିଛି।

ସୁଶାନ୍ତଙ୍କ ବିରୋଧରେ ପୂର୍ବରୁ ଟାଙ୍ଗୀ ଥାନାରେ ଏକ ଅପରାଧିକ ମାମଲା ଥିବା ଚାନ୍ଦପୁର ଆଇଆଇସି ରଶ୍ମିରଞ୍ଜନ ଦାସ ସୂଚନା ଦେଇଛନ୍ତି।

ଅଭାବନୀୟ ଘଟଣା ଚାନ୍ଦପୁର ସତ୍ୟବାନ
Share. Facebook Twitter LinkedIn Email WhatsApp Copy Link

Related Posts

‘ଡିଜିଟାଲ ଆରେଷ୍ଟ’ ନାଁରେ ହେଉଛି ବଡ଼ ଠକେଇ! ସତର୍କ କଲା କମିଶନରେଟ ପୋଲିସ

July 3, 2026

୨୩ ବର୍ଷ ପରେ ମିଳିଲା ନ୍ୟାୟ, ୨୦୦୩ର ସମ୍ବେଦନଶୀଳ ମାମଲାରେ ୧୪ ଜଣ ଦୋଷୀ ସାବ୍ୟସ୍ତ

July 3, 2026

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ମଧ୍ୟରେ ମୋହନ ମାଝୀ-ନୀତିନ ନବୀନଙ୍କ ବୈଠକ

July 3, 2026

ଝାରସୁଗୁଡ଼ାରେ ବୀଭତ୍ସ ହତ୍ୟାକାଣ୍ଡ: ଯୁବକଙ୍କ ମୃତଦେହ ଉଦ୍ଧାର

July 3, 2026
Latest News

‘ଡିଜିଟାଲ ଆରେଷ୍ଟ’ ନାଁରେ ହେଉଛି ବଡ଼ ଠକେଇ! ସତର୍କ କଲା କମିଶନରେଟ ପୋଲିସ

July 3, 2026

୨୩ ବର୍ଷ ପରେ ମିଳିଲା ନ୍ୟାୟ, ୨୦୦୩ର ସମ୍ବେଦନଶୀଳ ମାମଲାରେ ୧୪ ଜଣ ଦୋଷୀ ସାବ୍ୟସ୍ତ

July 3, 2026

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ମଧ୍ୟରେ ମୋହନ ମାଝୀ-ନୀତିନ ନବୀନଙ୍କ ବୈଠକ

July 3, 2026

ଝାରସୁଗୁଡ଼ାରେ ବୀଭତ୍ସ ହତ୍ୟାକାଣ୍ଡ: ଯୁବକଙ୍କ ମୃତଦେହ ଉଦ୍ଧାର

July 3, 2026

ଓଡ଼ିଶାରେ ୧.୧୦ ଲକ୍ଷ କୋଟି ଟଙ୍କାର ମେଗା ଆଲୁମିନିୟମ ପ୍ରକଳ୍ପ, ସୃଷ୍ଟି ହେବ ୫୩,୫୦୦ରୁ ଅଧିକ ନିଯୁକ୍ତି

July 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.