Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନକଲି ଔଷଧ କାରବାରରେ ସାମିଲ ଥିବା ବ୍ୟକ୍ତିଙ୍କୁ ନିସ୍ତାର ନାହିଁ: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଅପରାଧ

ନକଲି ଔଷଧ କାରବାରରେ ସାମିଲ ଥିବା ବ୍ୟକ୍ତିଙ୍କୁ ନିସ୍ତାର ନାହିଁ: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

June 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କରୋନା ସମୟରେ ନକଲି ଔଷଧ କାରବାର ବୃଦ୍ଧି ପାଉଛି। ତେବେ ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତତ୍ପରତା ଦେଖାଇଛନ୍ତି। ନକଲି ଔଷଧ କାରବାରରେ ସମ୍ପୃକ୍ତ ଥିବା ଲୋକଙ୍କୁ ଧରିବା ପାଇଁ ମୁଖ୍ୟମନ୍ତ୍ରୀ ତତ୍ପର ହୋଇ ଉଠିଛନ୍ତି। ସେଥିପାଇଁ ଏହି ଘଟଣା ଉପରେ ତଦନ୍ତ କରିବା ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛନ୍ତି।

ଉଲ୍ଲେଖା ଯୋଗ୍ୟ ଯେ, ରାଜ୍ୟରେ ଫାଭିଫିରାଭିର ସମେତ ୯ ଟି ନକଲି ଔଷଧକୁ ଠାବ କରାଯାଇଥିଲା। କଟକର କନିକା ଛକ ନିକଟରେ ଥିବା ଏକ ମେଡ଼ିସିନ ହୋଲସେଲ ଦୋକାନରୁ ୬୯ ଲକ୍ଷ ଟଙ୍କାର ନକଲି ଔଷଧ ମଧ୍ୟ ଜବତ ହୋଇଥିଲା।

ତେଣୁ ଏହାକୁ ଗୁରୁତର ସହ ନେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ନକଲି ଔଷଧ କାରବାରରେ ସାମିଲ ଲୋକଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଥିଲେ। ତେବେ ଏହି ଘଟଣାର ତଦନ୍ତ ପାଇଁ ଆଜି ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛନ୍ତି।

କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ନକଲି ଔଷଧ କାରବାର ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026

OTT ପ୍ଲାଟଫର୍ମରେ ହଇଚଇ ସୃଷ୍ଟି କରୁଛି ୨ ଘଣ୍ଟା ୨୦ ମିନିଟର ତାମିଲ ଫିଲ୍ମ

April 21, 2026
Latest News

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026

OTT ପ୍ଲାଟଫର୍ମରେ ହଇଚଇ ସୃଷ୍ଟି କରୁଛି ୨ ଘଣ୍ଟା ୨୦ ମିନିଟର ତାମିଲ ଫିଲ୍ମ

April 21, 2026

ଭୋଟର ତାଲିକାରୁ ବାଦ ପଡିଥିବା ଭୋଟରଙ୍କ ଯାଞ୍ଚ ନିର୍ଦ୍ଦେଶ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.