Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ମା’ର ଅନ୍ତିମ ସଂସ୍କାର ପାଇଁ ଟଙ୍କା ଯୋଗାଡ଼ କରିନପାରିବାରୁ ଦଉଡି ଲଗାଇ ଆତ୍ମହତ୍ୟା କଲା ପୁଅ
ଅପରାଧ

ମା’ର ଅନ୍ତିମ ସଂସ୍କାର ପାଇଁ ଟଙ୍କା ଯୋଗାଡ଼ କରିନପାରିବାରୁ ଦଉଡି ଲଗାଇ ଆତ୍ମହତ୍ୟା କଲା ପୁଅ

June 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଂଲାଦେଶରେ ଝୁଲନ୍ତା ଅବସ୍ଥାରେ ମିଳିଲା ୧୨ ବର୍ଷୀୟା ହିନ୍ଦୁ ଛାତ୍ରୀଙ୍କ ମୃତଦେହ: ଦୁଇ ସନ୍ଦିଗ୍ଧ ଅଟକ
ବାଂଲାଦେଶରେ ଝୁଲନ୍ତା ଅବସ୍ଥାରେ ମିଳିଲା ୧୨ ବର୍ଷୀୟା ହିନ୍ଦୁ ଛାତ୍ରୀଙ୍କ ମୃତଦେହ: ଦୁଇ ସନ୍ଦିଗ୍ଧ ଅଟକ

ରାଞ୍ଚି: ମା’ର ମୃତ୍ୟୁ ଖବର ପାଇ ଦୁଃଖରେ ଭାଙ୍ଗି ପଡିଥିବା ପୁଅ ଏକ ଭୟଙ୍କର ପଦକ୍ଷେପ ନେଇଛି। ମା’ ର ଅନ୍ତିମ ସଂସ୍କାର ପାଇଁ ଟଙ୍କା ଯୋଗାଡ଼ କରିନପାରିବାରୁ ଦଉଡି ଲଗାଇ ପୁଅ ଆତ୍ମହତ୍ୟା କରିଛି। ଝାଡଖଣ୍ଡର ଦେବଘର ଜିଲ୍ଲା ଅନ୍ତର୍ଗତ ଜଶିଡିହ ଥାନା ଅଞ୍ଚଳରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି।

ସୂଚନା ଅନୁଯାୟୀ, ଜଶିଡିହ ଥାନା ଅଞ୍ଚଳର ଚରକୀ ପହରୀ ଗାଁର ଜଣେ ମହିଳା ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ତେଣୁ ମା’ ର ଚିକିତ୍ସା କରିବା ପାଇଁ ପୁଅ କିଶାନ ଅନେକ ଚେଷ୍ଟା କରିଥିଲା। ହେଲେ କିଶାନ ମା’ ର ଜୀବନ ବଞ୍ଚାଇପାରିନଥିଲା। ଦୀର୍ଘ ଦିନ ଧରି ମା’ ର ଚିକିତ୍ସା ଚାଲିଥିବାରୁ ପୁଅର ଆର୍ଥିକ ସ୍ଥିତି ମଧ୍ୟ ଖରାପ ହୋଇଯାଇଥିଲା।

ସେପଟେ ମା’ ର ମୃତ୍ୟୁ ଖବର ଏବଂ ଏପଟେ ନିଜର ଆର୍ଥିକ ପରିସ୍ଥିତିକୁ ଦେଖି ପୁଅ ସଂପୂର୍ଣ୍ଣ ଭାଙ୍ଗି ପଡିଥିଲା। ଶେଷରେ ପରିସ୍ଥିତି ଏମିତି ହେଲା ଯେ, ମା’ ର ଅନ୍ତିମ ସଂସ୍କାର ପାଇଁ ମଧ୍ୟ ପୁଅ ଆଉ ଟଙ୍କା ଯୋଗାଡ଼ କରିପାରିନଥିଲା। ସେଥିପାଇଁ ସେ ବହୁତ ଚିନ୍ତାରେ ଥିଲା।ତେବେ କିଶାନ ବାଧ୍ୟ ହୋଇ ଆତ୍ମହତ୍ୟା କରିଥାଇପାରେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି।

ପରିବାର ଲୋକଙ୍କ କହିବା ଅନୁଯାୟୀ, କିଶାନ ଚୌଧୁରୀ ଘର ଭିତରକୁ ଯାଇ କବାଟ ବନ୍ଦ କରିଦେଇଥିଲା। ପରିବାର ଲୋକ କିଛି ବୁଝିବା ଆଗରୁ କିଶାନ ବେକରେ ଦଉଡି ଲାଗାଇ ଆତ୍ମହତ୍ୟା କରିଦେଇଥିଲା।

ଯେତେବେଳେ ତାଙ୍କ ପତ୍ନୀ କବାଟ ଖୋଲି ଦେଖିଲେ, କିଶାନଙ୍କ ମୃତ ଦେହ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ। ପରେ କିଶାନଙ୍କ ପତ୍ନୀ ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ପହଞ୍ଚି ପୋଲିସକୁ ଖବର ଦେଇଥିଲେ। ପୋଲିସ ଶବକୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଦେଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026

ମୁନିଗୁଡାଠାରେ ‘ସମ୍ପୂର୍ଣ୍ଣତା ଅଭିଯାନ ୨.୦ ଉଦ୍ଘାଟିତ

February 6, 2026

ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

February 6, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ୧୭୨ଟି ଷ୍ଟେସନ କାର୍ଯ୍ୟ ସମ୍ପୂର୍ଣ୍ଣ: ଅଶ୍ୱିନୀ ବୈଷ୍ଣବ

February 6, 2026
Latest News

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026

ମୁନିଗୁଡାଠାରେ ‘ସମ୍ପୂର୍ଣ୍ଣତା ଅଭିଯାନ ୨.୦ ଉଦ୍ଘାଟିତ

February 6, 2026

ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

February 6, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ୧୭୨ଟି ଷ୍ଟେସନ କାର୍ଯ୍ୟ ସମ୍ପୂର୍ଣ୍ଣ: ଅଶ୍ୱିନୀ ବୈଷ୍ଣବ

February 6, 2026

ଭାରତ ଓ ଆମେରିକା ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତି ନେଇ ଖୁସି ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.