Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସ୍ପେଶାଲ ସ୍କ୍ବାଡ଼ ପଞ୍ଝାରେ ସାଇବର ଠକ ଗ୍ୟାଙ୍ଗ: ୧୭ ହଜାର ସିମ ସହ ୭ ଗିରଫ
ଅପରାଧ

ସ୍ପେଶାଲ ସ୍କ୍ବାଡ଼ ପଞ୍ଝାରେ ସାଇବର ଠକ ଗ୍ୟାଙ୍ଗ: ୧୭ ହଜାର ସିମ ସହ ୭ ଗିରଫ

June 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଭୁବନେଶ୍ବର କମିଶନରେଟ ପୋଲିସ ଏକ ବଡ ସାଇବର ଠକ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି। ୭ ଜଣିଆ ସାଇବର ଠକ ଗ୍ୟାଙ୍ଗକୁ ସ୍ପେଶାଲ ସ୍କ୍ବାଡ଼ ଗିରଫ କରିଛି। ଏହା ସହ ୧୫୦ ଟି ମୋବାଇଲ ଏବଂ ୧୭ ହଜାର ସିମ କାର୍ଡ ପୋଲିସ ଜବତ କରିଛି।

କଟକରେ ଅଫିସ କରି ଏହି ଗ୍ୟାଙ୍ଗ ସାଇବର ଠକେଇ କାର୍ଯ୍ୟ କରୁଥିଲେ। ପ୍ରି-ଆକ୍ଟିଭେଟେଡ ସିମ ଜରିଆରେ ଅପରାଧିକ କାର୍ଯ୍ୟ କରୁଥିଲେ। ଲୋକଙ୍କ ଠାରୁ ଟଙ୍କା ଲୁଟିବା ପରେ ସେମାନେ ସିମଗୁଡିକୁ ନଷ୍ଟ କରିଦେଉଥିଲେ। ଏମାନେ କେବଳ ରାଜ୍ୟରେ ସକ୍ରିୟ ନଥିଲେ ରାଜ୍ୟ ବାହାରେ ମଧ୍ୟ ଏହି ଗ୍ୟାଙ୍ଗ ସକ୍ରିୟ ରହିଥିଲା। କିଛି ଦିନ ତଳେ ଭୁବନେଶ୍ବରର ସହୀଦନଗର ସ୍ଥିତ ଜଣେ ମହିଳାଙ୍କ ଠାରୁ ଏହି ଗ୍ୟାଙ୍ଗ ୫ ଲକ୍ଷ ଟଙ୍କା ଲୁଟିଥିଲେ। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏନେଇ ସୂଚନା ଦେଇଥିଲେ।

ଭୁବନେଶ୍ବର ସୌମେନ୍ଦ୍ର ପ୍ରିୟଦର୍ଶୀ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026

PCB ପାଇଁ ବଢିଲା ସମସ୍ୟା!: ପାକିସ୍ତାନର ଅଭ୍ୟାସ ମ୍ୟାଚ୍ ବାତିଲ କଲା ICC, ଜାଣନ୍ତୁ କାରଣ

February 5, 2026

ଲିଙ୍ଗରାଜ ମହାପ୍ରଭୁଙ୍କ ଶୃଙ୍ଖଳିତ ରୀତିନୀତି ଓ ପୂଜାବିଧି ଉପରେ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 5, 2026
Latest News

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026

PCB ପାଇଁ ବଢିଲା ସମସ୍ୟା!: ପାକିସ୍ତାନର ଅଭ୍ୟାସ ମ୍ୟାଚ୍ ବାତିଲ କଲା ICC, ଜାଣନ୍ତୁ କାରଣ

February 5, 2026

ଲିଙ୍ଗରାଜ ମହାପ୍ରଭୁଙ୍କ ଶୃଙ୍ଖଳିତ ରୀତିନୀତି ଓ ପୂଜାବିଧି ଉପରେ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 5, 2026

ଭାରତ ନେତ୍ର ଅଧୀନରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.