Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଜମ୍ମୁ-କାଶ୍ମୀରରେ ଭାରତୀୟ ଯବାନମାନଙ୍କୁ ବଡ ସଫଳତା: ଗତ ୨୪ ଘଣ୍ଟା ମଧ୍ୟରେ ୫ ଆତଙ୍କବାଦୀଙ୍କୁ କଲେ ସଫା
ଅପରାଧ

ଜମ୍ମୁ-କାଶ୍ମୀରରେ ଭାରତୀୟ ଯବାନମାନଙ୍କୁ ବଡ ସଫଳତା: ଗତ ୨୪ ଘଣ୍ଟା ମଧ୍ୟରେ ୫ ଆତଙ୍କବାଦୀଙ୍କୁ କଲେ ସଫା

July 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ସେନାର ଅପରେସନ୍ ଆରମ୍ଭ
ସେନାର ଅପରେସନ୍ ଆରମ୍ଭ

ଜମ୍ମୁ: ଜମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀଙ୍କୁ ବଡ ସଫଳତା ମିଳିଛି। ଗତ ୨୪ ଘଣ୍ଟା ମଧ୍ୟରେ ୫ ଜଣ ଆତଙ୍କବାଦୀଙ୍କୁ ସୁରକ୍ଷା ବାହିନୀ ଏନକାଉଣ୍ଟର କରିଛନ୍ତି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ଟପ କମାଣ୍ଡରସାମିଲ ଅଛି। ଜମ୍ମୁ-କାଶ୍ମୀରର ହିଜବୁଲ ମୁଜାହିଦିନ ଟପ କମାଣ୍ଡର ସମେତ ୫ ଜଣଙ୍କୁ ସୁରକ୍ଷା ବାହିନୀ ମାରିଛନ୍ତି।

ଗତକାଲି ବିଳମ୍ବିତ ରାତିରେ ପୁଲୱାମା ଅନ୍ତର୍ଗତ ପୁଛଲ ଅଞ୍ଚଳରେ ଲସ୍କର ତୋଏବାର ଦୁଇ ଆତଙ୍କବାଦୀଙ୍କୁ ଭାରତୀୟ ଯବାନମାନେ ମାରିବାରେ ସଫଳ ହୋଇଛନ୍ତି। ବର୍ତ୍ତମାନ ସେହି ଅଞ୍ଚଳକୁ ସୁରକ୍ଷା ବାହିନୀ ଘେରାବନ୍ଦୀ କରି ତଦନ୍ତ ଅଭିଯାନ ଜାରି ରଖିଛନ୍ତି। ଗତ ୭ ଦିନ ମଧ୍ୟରେ ୧୦ ଜଣ ଆତଙ୍କିଙ୍କୁ ସୁରକ୍ଷାବାହିନୀ ଏନକାଉଣ୍ଟର କରିଛନ୍ତି।

ଆତଙ୍କବାଦୀ ଜମ୍ମୁ କାଶ୍ମୀର
Share. Facebook Twitter LinkedIn Email WhatsApp Copy Link

Related Posts

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026

ପୁଣେସ୍ଥିତ ଏଫଟିଆଇଆଇ ଏବଂ ଦୂରଦର୍ଶନ କେନ୍ଦ୍ର ପରିଦର୍ଶନ କଲେ ଚଞ୍ଚଲ କୁମାର 

April 5, 2026

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026

ପଶ୍ଚିମ ଏସିଆର ପରିସ୍ଥିତି ନେଇ ପ୍ରମୁଖ କ୍ଷେତ୍ରଗୁଡ଼ିକ ଉପରେ ଅପଡେଟ୍

April 5, 2026
Latest News

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026

ପୁଣେସ୍ଥିତ ଏଫଟିଆଇଆଇ ଏବଂ ଦୂରଦର୍ଶନ କେନ୍ଦ୍ର ପରିଦର୍ଶନ କଲେ ଚଞ୍ଚଲ କୁମାର 

April 5, 2026

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026

ପଶ୍ଚିମ ଏସିଆର ପରିସ୍ଥିତି ନେଇ ପ୍ରମୁଖ କ୍ଷେତ୍ରଗୁଡ଼ିକ ଉପରେ ଅପଡେଟ୍

April 5, 2026

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.