Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନାଚୁଣୀରୁ ଗୋରୁ ବୋଝେଇ ଗାଡିକୁ ଜବତ କଲା ପୋଲିସ
ଅପରାଧ

ନାଚୁଣୀରୁ ଗୋରୁ ବୋଝେଇ ଗାଡିକୁ ଜବତ କଲା ପୋଲିସ

July 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡି ଅନ୍ତର୍ଗତ ବଡ଼ପଦର ଗ୍ରାମ ନିକଟରୁ ଏକ ଗୋରୁ ବୋଝେଇ ଗାଡିକୁ ଜବତ କରିଛି ପୋଲିସ। ସୂଚନା ମୁତାବକ ଆଜି ଅପରାହ୍ନରେ ନାଚୁଣୀ ଫାଣ୍ଡି ଅଧିକାରୀ ଉମାକାନ୍ତ ସାହୁ ଏବଂ ଏଏସଆଇ ହାଡିବନ୍ଧୁ ନାୟକ ପାଟ୍ରୋଲିଂ କରୁଥିବା ବେଳେ ଚିଲିକା ବ୍ଲକରୁ ନାଚୁଣୀ ଆଡକୁ ଆସୁଥିବା ଏକ ଗୋରୁ ବୋଝେଇ ପିକ ଅପ ଭ୍ୟାନ (ଓଡ଼ି-୦୨-ଏଭି-୧୧୪୦) ପୋଲିସକୁ ଦେଖି ବଡ଼ପଦର ଗ୍ରାମ ନିକଟରେ ଗାଡିକୁ ଛାଡି ଚାଳକ ଫେରାର ହୋଇଯାଇଥିଲା।

ପୋଲିସ ଉକ୍ତ ଗାଡିକୁ ଜବତ କରିବା ସହ ଚାରି ଗୋଟି ଗୋରୁଙ୍କୁ ଜୀବନ୍ତ ଅବସ୍ଥାରେ ଉଦ୍ଧାର କରିଥିଲା। ଏବଂ ସମସ୍ତ ଗୋରୁଙ୍କୁ ଜଟଣୀ ଗୋଶାଳାକୁ ହସ୍ତାନ୍ତର କରିଥିଲା। ବାଣପୁର ଥାନାରେ ଏନେଇ କେସ ନମ୍ବର ୨୪୭/୨୧ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରହିଛି ବୋଲି ନାଚୁଣୀ ଫାଣ୍ଡି ଅଧିକାରୀ ଉମାକାନ୍ତ ସାହୁ ସୂଚନା ଦେଇଛନ୍ତି।

ଗୋରୁ ବୋଝେଇ ଗାଡ଼ି ନାଚୁଣୀ ଫାଣ୍ଡି
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣ ମଧ୍ୟରେ ଇରାନରେ ଭୂମିକମ୍ପ

March 3, 2026

ଏହି ଦେଶରେ ଶକ୍ତିଶାଳୀ ଭୂମିକମ୍ପ!: ୬.୨ ତୀବ୍ରତାରେ ଥରିଲା ଧରିତ୍ରୀ

March 3, 2026

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026

ପେଟ୍ରୋଲ୍ ସମସ୍ୟାର ଅନ୍ତ!: 1 ଲକ୍ଷରୁ କମ୍ ମୂଲ୍ୟରେ ଉପଲବ୍ଧ ଏହି ଇଲେକ୍ଟ୍ରିକ୍ ବାଇକ୍, ଜାଣନ୍ତୁ ଏହାର ରେଞ୍ଜ

March 3, 2026
Latest News

ଇରାନରେ ପରମାଣୁ ବିକିରଣ ବ୍ୟାପିଲେ କେତେ ଦେଶ ବିପଦରେ ପଡ଼ିବେ?: ଜାଣନ୍ତୁ ସବିକିଛି

March 3, 2026

ୟୁଏଇରେ ଫସି ରହିଥିବା ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଦୂତାବାସ କ’ଣ କହିଛି?

March 3, 2026

ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣ ମଧ୍ୟରେ ଇରାନରେ ଭୂମିକମ୍ପ

March 3, 2026

ଏହି ଦେଶରେ ଶକ୍ତିଶାଳୀ ଭୂମିକମ୍ପ!: ୬.୨ ତୀବ୍ରତାରେ ଥରିଲା ଧରିତ୍ରୀ

March 3, 2026

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.