Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ମହିଳାଙ୍କ ନକଲି ଦସ୍ତଖତ କରି ଲକ୍ଷାଧିକ ଟଙ୍କା ଠକେଇର ପର୍ଦ୍ଦାଫାସ୍: ଅଭିଯୁକ୍ତକୁ ଗିରଫ କଲା ଚାନ୍ଦପୁର ପୋଲିସ
ଅପରାଧ

ମହିଳାଙ୍କ ନକଲି ଦସ୍ତଖତ କରି ଲକ୍ଷାଧିକ ଟଙ୍କା ଠକେଇର ପର୍ଦ୍ଦାଫାସ୍: ଅଭିଯୁକ୍ତକୁ ଗିରଫ କଲା ଚାନ୍ଦପୁର ପୋଲିସ

July 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାନ୍ଦପୁର/ନୟାଗଡ: ଜନୈକ ବରିଷ୍ଠ ନାଗରିକଙ୍କ ଆକାଉଣ୍ଟରୁ ନକଲି ଦସ୍ତଖତ କରି ଲକ୍ଷାଧିକ ଟଙ୍କାର ଠକେଇ ଅଭିଯୋଗ ହୋଇଥିଲା। ପୋଲିସର ସହଯୋଗ ଦ୍ୱାରା ଅଭିଯୋଗାକାରୀ ତାଙ୍କର ଠକେଇ ହୋଇଥିବା ଲକ୍ଷାଧିକ ଟଙ୍କା ଫେରିପାଇଛନ୍ତି। ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା ଅଞ୍ଚଳରେ ଏପରି ଘଟଣା ଘଟିଯାଇଛି।

ସୂଚନା ମୁତାବକ ହରିହରପୁର ଗ୍ରାମର ମିନା କୁମାରି ନାୟକଙ୍କ କମାଗୁରୁ ଷ୍ଟେଟ ବ୍ୟାଙ୍କରେ ଏକ ଆକାଉଣ୍ଟ ଅଛି। ନିକଟରେ ଉକ୍ତ ଆକାଉଣ୍ଟରୁ କେହି ଜଣେ ଦୁର୍ବୁତ୍ତ ମିନା କୁମାରୀଙ୍କ ଜାଲ ଦସ୍ତଖତ କରି ୧ ଲକ୍ଷ ୨୦ ହଜାର ଟଙ୍କା ତାଙ୍କ ଖାତାରୁ ଉଠାଇନେଇଥିଲା। ଏ ନେଇ ମିନା କୁମାରୀ ଚାନ୍ଦପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ଆଇଆଇସି ରଶ୍ମିରଞ୍ଜନ ଦାସ କେସ ନମ୍ବର ୮୪/୨୧ ରେ ଏକ ଠକେଇ ମାମଲା ରୁଜୁ କରିଥିଲେ। ନୟାଗଡ ଏସପି ଙ୍କ ତତ୍ୱାବଧାନରେ ଆଇଆଇସି ଶ୍ରୀ ଦାସ ଏସଆଇ ଅଞ୍ଜଳି ସା ଙ୍କ ସହଯୋଗରେ ଉକ୍ତ ଘଟଣାର ତଦନ୍ତ ଜାରି ରଖିଥିଲେ।

ତେବେ ଆଜି ଆଇଆଇସି ଏବଂ ଟିମ ସମ୍ପୃକ୍ତ ଦୁର୍ବୁତ୍ତଙ୍କୁ ଠାବ କରିବା ସହ ତାଙ୍କ ନିକଟରୁ ଠକେଇ ହୋଇଥିବା ୧ ଲକ୍ଷ ୨୦ ହଜାର ଟଙ୍କା ଜବତ କରି ଅଭିଯୋଗକାରିଣୀ ମିନା କୁମାରୀଙ୍କୁ ହସ୍ତାନ୍ତର କରିଛନ୍ତି। ପୋଲିସର ତ୍ୱରିତ ପଦକ୍ଷେପ ପାଇଁ ମିନା କୁମାରୀ ଚାନ୍ଦପୁର ଆଇଆଇସିଙ୍କୁ ସାଧୁବାଦ ଜଣାଇଛନ୍ତି।

ଚାନ୍ଦପୁର ପୋଲିସ ନକଲି ଦସ୍ତଖତ
Share. Facebook Twitter LinkedIn Email WhatsApp Copy Link

Related Posts

ହାତୀ ଆକ୍ରମଣରେ ଯୁବକ ମୃତ

April 17, 2026

ପାଖେଇ ଆସୁଛି ମନ୍ତ୍ରମୁଗ୍ଧର ମୁକ୍ତିଲାଭ ଦିବସ

April 17, 2026

ଡାକ୍ତରଙ୍କୁ ମିଳିବ ସୁରକ୍ଷା, ନିଯୁକ୍ତି ହେବେ ସିକ୍ୟୁରିଟି ଅଫିସର୍‌

April 17, 2026

ସ୍ୱାମୀର ଛୁରାମାଡ଼ରେ ସ୍ତ୍ରୀ ଗୁରୁତର

April 17, 2026
Latest News

ହାତୀ ଆକ୍ରମଣରେ ଯୁବକ ମୃତ

April 17, 2026

ପାଖେଇ ଆସୁଛି ମନ୍ତ୍ରମୁଗ୍ଧର ମୁକ୍ତିଲାଭ ଦିବସ

April 17, 2026

ଡାକ୍ତରଙ୍କୁ ମିଳିବ ସୁରକ୍ଷା, ନିଯୁକ୍ତି ହେବେ ସିକ୍ୟୁରିଟି ଅଫିସର୍‌

April 17, 2026

ସ୍ୱାମୀର ଛୁରାମାଡ଼ରେ ସ୍ତ୍ରୀ ଗୁରୁତର

April 17, 2026

ନିଷିଦ୍ଧ ପଦାର୍ଥ ଚାଲାଣ ଓ ପରିଚାଳନାରେ ଜଡିତଙ୍କ ବିରୋଧରେ କଡ଼ା ଅପରାଧିକ କାର୍ଯ୍ୟାନୁଷ୍ଠାନ: କେନ୍ଦ୍ର ମନ୍ତ୍ରୀ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.