Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଘରୋଇ କଳି ହେଲା କାଳ: ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ମହିଳା
ଅପରାଧ

ଘରୋଇ କଳି ହେଲା କାଳ: ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ମହିଳା

July 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଆଜି ସକାଳେ ରେଢାଖୋଲ ଏନ୍‌ଏସି ର କେଳାକଟା ଗ୍ରାମରେ ଘରୋଇ କଳହକୁ ନେଇ ଜଣେ ମହିଳା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି।

ପ୍ରକାଶ ଯେ, ରେଢାଖୋଲ ଥାନା କେଳାକଟା ଗ୍ରାମର ପ୍ରତିମା ବୈଠାରୁ ପାରିବାରିକ କଳହକୁ କେନ୍ଦ୍ରକରି ସକାଳେ ବେକରେ ରଶି ଦେଇ ଫଙ୍ଖାରେ ଝୁଲି ଆତ୍ମ ହତ୍ୟା କରିଥିଲେ। ଖବର ପାଇ ରେଢାଖୋଲ ପୋଲିସ୍ ଘଟଣା ସ୍ଥଳରେ ପହଂଚି ମୃତ ଦେହକୁ ଜବତ କରିବା ସହ ଏକ ମାମଲା ରୁଜୁ କରିଛି। ରେଢାଖୋଲ ଡାକ୍ତରଖାନାରେ ଶବ ବ୍ୟବଚ୍ଛେଦ ପାଇଁ ପୋଲିସ ପଠାଇଦେଇଛି।

ଆତ୍ମହତ୍ୟା ଘରୋଇ କଳି
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ଅର୍ଥନୈତିକ କ୍ଷେତ୍ରରେ ମାଛ ଧରା: ଓଡ଼ିଶାର ଦୁଇ ମତ୍ସ୍ୟଜୀବୀ ପାଇଲେ ପ୍ରବେଶ ପାସ୍

February 22, 2026

ଇକୋ ରିଟ୍ରିଟ୍‍ ପରିଚାଳନା ପାଇଁ ଦୁଇଟି ସଂସ୍ଥାକୁ ଦିଆଯିବ ୩୦ କୋଟିିିି ଟଙ୍କା

February 22, 2026

Odisha HLCA Meeting: ୪୪,୨୦୦ କୋଟି ଟଙ୍କାର ପୁଞ୍ଜି ନିବେଶକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

February 22, 2026

‘ଅପରେସନ ସାଇବର କବଚ’ର ନବମ ଦିନ: ୧୪୬ ଅଭିଯୁକ୍ତ ଗିରଫ

February 22, 2026
Latest News

ସ୍ୱତନ୍ତ୍ର ଅର୍ଥନୈତିକ କ୍ଷେତ୍ରରେ ମାଛ ଧରା: ଓଡ଼ିଶାର ଦୁଇ ମତ୍ସ୍ୟଜୀବୀ ପାଇଲେ ପ୍ରବେଶ ପାସ୍

February 22, 2026

ଇକୋ ରିଟ୍ରିଟ୍‍ ପରିଚାଳନା ପାଇଁ ଦୁଇଟି ସଂସ୍ଥାକୁ ଦିଆଯିବ ୩୦ କୋଟିିିି ଟଙ୍କା

February 22, 2026

Odisha HLCA Meeting: ୪୪,୨୦୦ କୋଟି ଟଙ୍କାର ପୁଞ୍ଜି ନିବେଶକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

February 22, 2026

‘ଅପରେସନ ସାଇବର କବଚ’ର ନବମ ଦିନ: ୧୪୬ ଅଭିଯୁକ୍ତ ଗିରଫ

February 22, 2026

ନୂଆଦିଲ୍ଲୀ ଘୋଷଣା ଗୃହୀତ ହେବା ସହ ସମ୍ପନ୍ନ ହେଲା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.