Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଦେଶୀ ମଦ ଜବତ କଲା ନାକଟିଦେଉଳ ପୋଲିସ୍: ବାଇକ୍ ସହ ୨ ଗିରଫ
ଅପରାଧ

ଦେଶୀ ମଦ ଜବତ କଲା ନାକଟିଦେଉଳ ପୋଲିସ୍: ବାଇକ୍ ସହ ୨ ଗିରଫ

August 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଆଜି ନାକଟିଦେଉଳ ପୋଲିସ୍ ଚେମଟା ଗାଁ ରୁ ୨୦ ଲିଟର ଦେଶୀ ମଦ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣା ପଡିଛି।

ପୋଲିସ୍ ସୂତ୍ରରୁ ପ୍ରକାଶ ଯେ, ନାକଟିଦେଉଳ ଥାନା ସାଲେଭଟା ପଂଚାୟତର ଚେମେଟା ଗ୍ରାମର ଜୟ ବେହେରା (୩୦) ଓ ରାଜକିଶୋର ବେହେରା(୩୮) ହୋଣ୍ଡା ସାଇନ୍ (ଓଡି୨୮ ଏ ୭୧୩୫)ମୋଟର ସାଇକେଲରେ ୨୦ ଲିଟର ଦେଶୀ ମଦ ଧରି ଆସୁଥିବାର ନାକଟିଦେଉଳ ପୋଲିସ୍ ଖବର ପାଇ ସଦଳବଳେ ଚେମେଟା ଗାଁ ପାଖରେ ସେମାନଙ୍କୁ ଧରିବାରେ ସଫଳ ହୋଇଥିଲା। ସେମାନେ ଏକ ବଡ ଜାରରେ ରନ୍ଧା ଦେଶୀ ମଦକୁ ଆଣି ଚଢା ଦରରେ ବିକ୍ରୀ କରୁଥିବା ଜଣା ପଡିଛି।

ନାକଟିଦେଉଳ ପୋଲିସ୍ ଅବକାରୀ ମାମଲା ରୁଜୁ କରି ସେମାନଙ୍କୁ କୋର୍ଟ ଚାଲାଣ କରିଥିବା ନାକଟିଦେଉଳ ଥାନାଧିକାରୀ ବିଧୂଭୂଷଣ ମିଶ୍ର ପ୍ରକାଶ କରିଛନ୍ତି।

ଦେଶୀ ମଦ ଜବତ ନାକଟିଦେଉଳ ପୋଲିସ୍
Share. Facebook Twitter LinkedIn Email WhatsApp Copy Link

Related Posts

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026
Latest News

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.