Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଜମ୍ମୁ କାଶ୍ମୀରରେ ବଡ଼ ଆକ୍ରମଣ ଯୋଜନାକୁ ପଣ୍ଡ କଲା ସୁରକ୍ଷାବାହିନୀ: ଜଣେ ପାକିସ୍ତାନୀ ଆତଙ୍କବାଦୀ ନିହତ
ଅପରାଧ

ଜମ୍ମୁ କାଶ୍ମୀରରେ ବଡ଼ ଆକ୍ରମଣ ଯୋଜନାକୁ ପଣ୍ଡ କଲା ସୁରକ୍ଷାବାହିନୀ: ଜଣେ ପାକିସ୍ତାନୀ ଆତଙ୍କବାଦୀ ନିହତ

August 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା
କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

ଶ୍ରୀନଗର: ଜମ୍ମୁ କାଶ୍ମୀରରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ଯୋଜନାକୁ ସୁରକ୍ଷାବାହିନୀ ପଣ୍ଡ କରିଛି। ଶ୍ରୀନଗର-ଜମ୍ମୁ ଜାତୀୟ ରାଜପଥରେ ୧୫ ଘଣ୍ଟା ଧରି ହୋଇଥିବା ମୁକାବିଲାରେ ଜଣେ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଛି।

ପୋଲିସର ସୂଚନାନୁସାରେ, ଏନକାଉଣ୍ଟର ସ୍ଥାନରୁ ରକେଟ୍ ଲଞ୍ଚର୍ ସମେତ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଛି। ଆଜି କୁଲଗାମ ଜିଲ୍ଲାର ଶ୍ରୀନଗର-ଜମ୍ମୁ ରାଜପଥରେ ଦୁଇଜଣ ଆତଙ୍କବାଦୀ ବିଏସଏଫ କନଭେନରେ ନିଆଁ ଲଗାଇବା ପରେ ଏହି ଏନକାଉଣ୍ଟର ଆରମ୍ଭ ହୋଇଥିଲା। ଏହି ଏନକାଉଣ୍ଟରରେ ଜଣେ ସୁରକ୍ଷା ବଳ କର୍ମଚାରୀ ଏବଂ ଦୁଇ ସାଧାରଣ ନାଗରିକ ଆହତ ହୋଇଛନ୍ତି।

ଏନକାଉଣ୍ଟର ପାକିସ୍ତାନୀ ଆତଙ୍କବାଦୀ ସୁରକ୍ଷାବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା ଓ ନବସୃଜନର ଆବଶ୍ୟକତା: ସୋଆ ଉପସଭାପତି

September 26, 2026

ସଦସ୍ୟତା ରଦ୍ଦ ମାମଲା: ଅକ୍ଟୋବର ୮ ସୁଦ୍ଧା ଉତ୍ତର ରଖିବେ ସାୟୋନୀ ଘୋଷଙ୍କ ସମେତ ୨୦ ବିଦ୍ରୋହୀ ସାଂସଦ

September 26, 2026

ଜେନ୍-ଜି ଯୁବପିଢ଼ିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ଭଜନ କ୍ଲବିଂ’: ଖଞ୍ଜଣି ବଜାଇ ଗାଇଲେ ଭଜନ

September 26, 2026

ପ୍ରବଳ ବର୍ଷା ସତ୍ତ୍ୱେ ପୂର୍ବ ତଟ ରେଳପଥ ଦ୍ୱାରା ପୁନରୁଦ୍ଧାର କାର୍ଯ୍ୟ ଓ ଯାତ୍ରୀ ସୁବିଧାକୁ ଗୁରୁତ୍ୱ

September 26, 2026
Latest News

ୟୁଏନ୍‌ଜିଏରେ ଅପଦସ୍ତ ପାକ୍ ପ୍ରଧାନମନ୍ତ୍ରୀ: ହାଫିଜ୍ ସୟିଦ୍ ଓ ଆତଙ୍କବାଦ ପ୍ରଶ୍ନରେ ମୁହଁ ବନ୍ଦ ରଖିଲେ ଶେହବାଜ

September 26, 2026

ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା ଓ ନବସୃଜନର ଆବଶ୍ୟକତା: ସୋଆ ଉପସଭାପତି

September 26, 2026

ସଦସ୍ୟତା ରଦ୍ଦ ମାମଲା: ଅକ୍ଟୋବର ୮ ସୁଦ୍ଧା ଉତ୍ତର ରଖିବେ ସାୟୋନୀ ଘୋଷଙ୍କ ସମେତ ୨୦ ବିଦ୍ରୋହୀ ସାଂସଦ

September 26, 2026

ଜେନ୍-ଜି ଯୁବପିଢ଼ିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ଭଜନ କ୍ଲବିଂ’: ଖଞ୍ଜଣି ବଜାଇ ଗାଇଲେ ଭଜନ

September 26, 2026

ପ୍ରବଳ ବର୍ଷା ସତ୍ତ୍ୱେ ପୂର୍ବ ତଟ ରେଳପଥ ଦ୍ୱାରା ପୁନରୁଦ୍ଧାର କାର୍ଯ୍ୟ ଓ ଯାତ୍ରୀ ସୁବିଧାକୁ ଗୁରୁତ୍ୱ

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.