Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଧଳପୁରରୁ ୬୦ ଲିଟର ମହୁଲି ମଦ ସହ ଜଣେ ଗିରଫ
ଅପରାଧ

ଧଳପୁରରୁ ୬୦ ଲିଟର ମହୁଲି ମଦ ସହ ଜଣେ ଗିରଫ

August 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହରା
ରେଢାଖୋଲ: ଆଜି ସକାଳେ କିସିଣ୍ଡା ଥାନା ଧଳପୁର ଗ୍ରାମରେ ଅବକାରୀ ବିଭାଗ ଚଢଉ କରି ୬୦ ଲିଟର ଦେଶୀ ମହୁଲୀ ମଦ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି।

ପ୍ରକାଶ ଯେ, ନାକଟିଦେଉଳ ବ୍ଲକ୍ କିସିଣ୍ଡା ଥାନା ଧଳପୁର ଗ୍ରାମରେ ବେଆଇନ୍ ଦେଶି ରନ୍ଧା ମହୁଲି ମଦ ୬୦ଲିଟର ଜବତ କରିବା ସହ ଗ୍ରାମର ଡେଲଫିନସ୍ ଚେଲେକଚେଲାଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଅବକାରୀ ଉପନିରୀକ୍ଷକ ବିଷ୍ନୁଚରଣ ମଲ୍ଲିକଙ୍କ ନେତୃତ୍ୱରେ ବିନୋଦିନୀ ବେହେରା ଅବକାରୀ ସହ ଉପ ନିରୀକ୍ଷକ, ମୋହନ କୁମାର ବେହେରା ଅବକାରୀ ସିପାହୀ, ଶ୍ୟାମ ଭୋଇ ଅବକାରୀ ସିପାହୀ, ଦେବରଞନ ବେହେରା ସିପାହୀ, ଦିଲ୍ଲୀପ କୁମାର ସ୍ୱାଇଁ ସିପାହେୀ ଚଢଉରେ ସାମିଲ୍ ହୋଇଥିଲେ।

କିସିଣ୍ଡା ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026

ଏମିତି କାହାଣି କେବେ ଶୁଣିନି

March 24, 2026

ପୋଲସରାରେ ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ

March 21, 2026

ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ବାସଭବନ ଉପରେ ଆକ୍ରମଣ ମାମଲା: କଡା ନିନ୍ଦା କଲେ ବିଜେଡ଼ି ସୁପ୍ରିମୋ

March 21, 2026
Latest News

ବିଶ୍ୱ ସଙ୍କଟ ସମୟରେ କୃଷି କ୍ଷେତ୍ରରେ ସ୍ଥିରତା ପାଇଁ ଶିବରାଜ ସିଂହ ଚୌହାନଙ୍କ ଉଚ୍ଚସ୍ତରୀୟ ବୈଠକ

March 25, 2026

ଇଣ୍ଟରନେଟ୍ କେବୁଲ କାଟିବ ଇରାନ?: ଭାରତ ଉପରେ ଘନୀଭୂତ ହେଲା ବିପଦ

March 25, 2026

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.