Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କୁହୁଡି: ସୋରଣ ଗ୍ରାମରେ ଅବକାରୀ ଓ ପୋଲିସର ମିଳିତ ଚଢ଼ାଉ, ମହିଳାଙ୍କ ସମେତ ତିନି ଗିରଫ
ଅପରାଧ

କୁହୁଡି: ସୋରଣ ଗ୍ରାମରେ ଅବକାରୀ ଓ ପୋଲିସର ମିଳିତ ଚଢ଼ାଉ, ମହିଳାଙ୍କ ସମେତ ତିନି ଗିରଫ

September 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା କୁହୁଡି ଫାଣ୍ଡି ଅନ୍ତର୍ଗତ ସୋରଣ ଗ୍ରାମର ଏକାଧିକ ସ୍ଥାନରେ ଅବକାରୀ ବିଭାଗ ଏବଂ କୁହୁଡି ଫାଣ୍ଡି ପୋଲିସ ମିଳିତ ଭାବେ ଚଢ଼ାଉ କରିଥିଲେ। ଉକ୍ତ ଚଢ଼ାଉରେ ସମୁଦାୟ ୯୫ ଲିଟର ଆସ୍କା ଫଟି ଜବତ ହୋଇଥିବା ବେଳେ ୨୨ ଲିଟର ଦେଶୀ ମଦ ଜବତ ହୋଇଥିଲା।

ଅନୁରୂପ ଭାବେ ୩ ଜଣ ଅଭିଯୁକ୍ତ ମଧ୍ୟ ଗିରଫ ହୋଇଛନ୍ତି ଯେଉଁଥିରେ ଜଣେ ମହିଳା ଅଭିଯୁକ୍ତ ଅଛନ୍ତି। ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ଅବକାରୀ ବିଭାଗ ପିଆର ନମ୍ବର ୫୫, ୫୬ ଏବଂ ୫୭ ରେ ତିନି ଗୋଟି ମାମଲା ରୁଜୁକରି କୋର୍ଟଚାଲାଣ କରିଥିବାର ସୂଚନା ମିଳିଛି।

ଉକ୍ତ ଚଢ଼ାଉରେ ଟାଙ୍ଗୀ ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନ, କୁହୁଡି ଫାଣ୍ଡି ଅଧିକାରୀ ନିରଞ୍ଜନ ରାଉତ, ବାଲୁଗାଁ ଅବାକରୀ ସବ ଇନ୍ସପେକ୍ଟର ମନୋଜ ବାରିକ ଏବଂ ଅନ୍ୟାନ୍ୟ କର୍ମଚାରୀ ସାମିଲ ଥିଲେ।

ଅବକାରୀ ବିଭାଗ ଅଭିଯୁକ୍ତ ଗିରଫ କୁହୁଡି ଫାଣ୍ଡି
Share. Facebook Twitter LinkedIn Email WhatsApp Copy Link

Related Posts

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.