Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରୁ ସୁନା ଗହଣା ଚୋରି
ଅପରାଧ

ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରୁ ସୁନା ଗହଣା ଚୋରି

September 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ରେଢ଼ାଖୋଲ ସହରରେ ଦିନକୁ ଦିନ ଚୋରି ବୃଦ୍ଧି ପାଇବାରେ ଲାଗିଥିବା ବେଳେ ପୋଲିସ୍ ଡକାୟତି ମାନଙ୍କୁ ଧରିବାରେ ବିଫଳ ହେଉଛି। ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଏନଏସି ଅନ୍ତର୍ଗତ ୱାର୍ଡ ନଂ ୨ ଶୁଣ୍ଢିମୁଣ୍ଡା ଗ୍ରାମରେ ଜଣେ ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରୁ ସୁନା ଗହଣା ଚୋରି ହୋଇଯାଇଥିବା ଥାନାରେ ଅଭିଯୋଗ ହୋଇଛି।

ସୂଚନା ଯୋଗ୍ୟ ଯେ, ଅବସରପ୍ରାପ୍ତ ପୋଲିସ କର୍ମଚାରୀ ଏକାଦଶୀ ସାହୁ ପରିବାର ସହିତ ରାତ୍ରି ଭୋଜନ କରି ଶୋଇ ଯାଇଥିଲେ। ବିଳମ୍ବିତ ରାତିରେ ଚୋର ଝରକା ତାଡି ଘର ଭିତରକୁ ଆସି ଗୋଦରେଜରେ ରଖିଥିବା ସୁନା ଅଳଙ୍କାର ସହିତ ୧୫୦୦ ଟଙ୍କା ଚୋରି କରି ପଳାଇ ଯାଇଥିଲେ। ଡକାୟତିମାନେ ଗୋଟିଏ ସୁନାହାର ସହିତ ସୁନା କାନଫୁଲ ଯାହାର ମୂଲ୍ୟ ପ୍ରାୟ ଏକଲକ୍ଷ ଟଙ୍କା ହେବ ବୋଲି ଏତଲାରେ ଉଲ୍ଲେଖ କରାଯାଇଛି। ତେବେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

ରେଢାଖୋଲ ସୁନା ଗହଣା ଚୋରି
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ୨୩ତମ ପିଏମ୍‌-କିଷାନ୍‌ କିସ୍ତି ହସ୍ତାନ୍ତରର ଲାଇଭ୍ ୱେବକାଷ୍ଟ୍‌

June 21, 2026

ଆଜି ଜୁନ୍ ୨୧ ରବିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 21, 2026

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026
Latest News

ଭୁବନେଶ୍ୱରରେ ୨୩ତମ ପିଏମ୍‌-କିଷାନ୍‌ କିସ୍ତି ହସ୍ତାନ୍ତରର ଲାଇଭ୍ ୱେବକାଷ୍ଟ୍‌

June 21, 2026

ଆଜି ଜୁନ୍ ୨୧ ରବିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 21, 2026

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.