Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଉଗ୍ରତାରା ରୋଡରେ ଟାଙ୍ଗୀ ପୋଲିସ୍ ର ଚଢାଉ: ୩ ଟି ମାଙ୍କଡା ପଥର ବୋଝେଇ ଟ୍ରାକ୍ଟର ଜବତ, ୩ ଗିରଫ
ଅପରାଧ

ଉଗ୍ରତାରା ରୋଡରେ ଟାଙ୍ଗୀ ପୋଲିସ୍ ର ଚଢାଉ: ୩ ଟି ମାଙ୍କଡା ପଥର ବୋଝେଇ ଟ୍ରାକ୍ଟର ଜବତ, ୩ ଗିରଫ

September 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଅଂଚଳରେ ଦିନକୁ ଦିନ ବେଆଇନ ପଥର ଖଣି ମାଫିଆଙ୍କ ଆତଙ୍କରାଜ ବଢି ଚାଲିଛି। ରାତି ଅଧରେ ମାଫିଆମାନେ ବେଆଇନ ଭାବେ ଲକ୍ଷାଧିକ ଟଙ୍କାର ପଥର କାରବାର କରୁଛନ୍ତି। ଫଳରେ ବହୁଳ ପରିମାଣର ସରକାରୀ ରାଜସ୍ୱ ହାନି ହେଉଛି।

ତେବେ ସେହି ଅଞ୍ଚଳରେ ମାଙ୍କଡା ପଥର ଚୋରା ଚାଲାଣ ହେଉଥିବା ଖବର ପାଇ ଟାଙ୍ଗୀ ପୋଲିସ୍ ଚଢାଉ ଆରମ୍ଭ କରିଥିଲା। ଗତକାଲି ବିଳମ୍ବିତ ରାତିରେ ଟାଙ୍ଗୀ ପୋଲିସ୍ ଉଗ୍ରତାରା ରୋଡ୍ ରେ ଚଢାଉ କରି ୩ ଟି ମାଙ୍କଡା ପଥର ବୋଝେଇ ଟ୍ରାକ୍ଟର ଜବତ କରିଥିଲା। ଏହା ସହ ୩ ଜଣ ଟ୍ରାକ୍ଟର ଚାଳକଙ୍କୁ ମଧ୍ୟ ଗିରଫ କରିଥିଲା। ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ବିଜୟ କୁମାର ମଲିକ ସୂଚନା ଦେଇଛନ୍ତି।

ଖଣି ମାଫିଆ ଟାଙ୍ଗୀ ପୋଲିସ୍ ମାଙ୍କଡା ପଥର
Share. Facebook Twitter LinkedIn Email WhatsApp Copy Link

Related Posts

ଏସୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

October 16, 2026

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ : ଅକ୍ଟୋବର ୨୬ରୁ ’ଘରକୁ ଘର ସର୍ଭେ’

October 16, 2026

୧୮ରେ ଶପଥ ନେବେ ନୂଆ ରାଜ୍ୟପାଳ ବ୍ରଜମୋହନ ରାମ

October 16, 2026

ନକ୍ସଲମୁକ୍ତ ଭାରତ ପରେ ପୀଡ଼ିତଙ୍କ କ୍ଷତ ଉପଶମ ଓ ସମ୍ମାନଜନକ ଜୀବନ ସୁନିଶ୍ଚିତ କରିବା ଲକ୍ଷ୍ୟ

October 16, 2026
Latest News

ଏସୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

October 16, 2026

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ : ଅକ୍ଟୋବର ୨୬ରୁ ’ଘରକୁ ଘର ସର୍ଭେ’

October 16, 2026

୧୮ରେ ଶପଥ ନେବେ ନୂଆ ରାଜ୍ୟପାଳ ବ୍ରଜମୋହନ ରାମ

October 16, 2026

ନକ୍ସଲମୁକ୍ତ ଭାରତ ପରେ ପୀଡ଼ିତଙ୍କ କ୍ଷତ ଉପଶମ ଓ ସମ୍ମାନଜନକ ଜୀବନ ସୁନିଶ୍ଚିତ କରିବା ଲକ୍ଷ୍ୟ

October 16, 2026

ଲଦାଖରେ ୩୩୫୦ କୋଟି ମୂଲ୍ୟର ୫ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.