Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଜାତୀୟ ରାଜପଥରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
ଅପରାଧ

ଜାତୀୟ ରାଜପଥରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

October 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜଙ୍କିଆ: ଜଂକିଆ ଖେଳପଡିଆ ନିକଟସ୍ଥ ରାଜପଥ ଉପରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ମୃତକ ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ସୂଚନା ଅନୁଯାୟୀ, ରଣପୁରର ରାଜେଶ କୁମାର ପାଣ୍ଡିଙ୍କର ଏକ ଗ୍ୟାରେଜ ଅଛି। ରାକେଶ ଗ୍ୟାରେଜରେ ଭେରୁପଡା ଗ୍ରାମର ସୈ।ମ୍ୟରଂଜନ କାମ ଶିଖୁଥିଲେ। ସବୁଦିନ ରାତିରେ ସୌମ୍ୟ କାମ ସାରି ଘରକୁ ଫେରୁଥିବା ବେଳେ ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରକୁ ଫେରିନଥିଲେ। ରାଜେଶ ଓ ରଂଜନ ଏକ ପଲସର ବାଇକ ଯୋଗେ ଜଂକିଆ ପଟୁ ଗୋଳବାଇ ଆଡକୁ ଯାଉଥିଲେ। କିନ୍ତୁ ଜାତୀୟ ରାଜପଥ ଉପରେ ରଞ୍ଜନଙ୍କ ମୃତ୍ୟୁବରଣ ହୋଇଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଦୁର୍ଘଟଣାରେ ରଞ୍ଜନଙ୍କ ମୃତ୍ୟୁ ହୋଇଥିବା ନେଇ ସ୍ଥାନୀୟ ଲୋକଙ୍କୁ ରାଜେଶ କହିଥିଲେ। ତେବେ ସ୍ଥାନୀୟ ଲୋକେ ଏହା ଜାଣିପାରି ଜଙ୍କିଆ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ରଞ୍ଜନଙ୍କ ମୃତଦେହକୁ ଉଦ୍ଧାର କରିଥିଲା। ଏବଂ ପ୍ରାଥମିକ ତଦନ୍ତରୁ ରଞ୍ଜନଙ୍କ ମୁଣ୍ଡର ପଛ ପଟୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ହୋଇଥିବା ପୋଲିସ ଦେଖିବାକୁ ପାଇଥିଲା।

ଫଳରେ ପୋଲିସର ସନ୍ଦେହ ହେବାରୁ ରାଜେଶକୁ ଥାନାରେ ଅଟକ ରଖିଥିବା ବେଳେ ମୋଟର ସାଇକେଲ ଜବତ କରାଯାଇଛି। ଅପରପକ୍ଷେ ଜଙ୍କିଆ ପୋଲିସ ମୃତ ଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଅଧିକ ତଦନ୍ତ ଜାରି ରଖିଛି। ହେଲେ ମୃତକଙ୍କ ପରିବାର ଲୋକେ ଜଂକିଆ ଥାନାରେ ପହଞ୍ଚି ହତ୍ୟା କରାଯାଇଥିବା ଅଭିଯୋଗ କରିବା ସହ ଦୋଷୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ଜାତୀୟ ରାଜପଥ ମୃତଦେହ ଉଦ୍ଧାର ହତ୍ୟା  ସନ୍ଦେହ
Share. Facebook Twitter LinkedIn Email WhatsApp Copy Link

Related Posts

ସିମଲାସ୍ଥିତ କେନ୍ଦ୍ରୀୟ ଆଳୁ ଗବେଷଣା ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026

ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ: ଜାଣନ୍ତୁ କାରଣ

March 24, 2026
Latest News

ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ରାଜ୍ୟସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 24, 2026

ସିମଲାସ୍ଥିତ କେନ୍ଦ୍ରୀୟ ଆଳୁ ଗବେଷଣା ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 24, 2026

ମୋଦୀ କେବଳ ଜଣେ ବ୍ୟକ୍ତି ନୁହଁନ୍ତି ବରଂ ଏକ ବିଚାରଧାରା ଓ ଅନୁଷ୍ଠାନ: କେନ୍ଦ୍ର କୃଷି ମନ୍ତ୍ରୀ ଚୌହାନ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ମଧ୍ୟପ୍ରାଚ୍ୟ ସଙ୍କଟ ଉପରେ ସର୍ବଦଳୀୟ ବୈଠକରେ ଯୋଗଦେବେ ନାହିଁ ରାହୁଲ ଗାନ୍ଧୀ: କହିଲେ କାରଣ

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.