Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଜବତ ହେଲା ବାରହା ମାଂସ, ଜଣେ ଗିରଫ
ଅପରାଧ

ଜବତ ହେଲା ବାରହା ମାଂସ, ଜଣେ ଗିରଫ

October 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆତଙ୍କବାଦୀ ଯୋଜନା ପଣ୍ଡ: ଏକେ-୫୬ ରାଇଫଲ୍ ଏବଂ ଗ୍ରେନେଡ୍ ସହିତ ଦୁଇ ଉଲଫା ଉଗ୍ରବାଦୀ ଗିରଫ
ଆତଙ୍କବାଦୀ ଯୋଜନା ପଣ୍ଡ: ଏକେ-୫୬ ରାଇଫଲ୍ ଏବଂ ଗ୍ରେନେଡ୍ ସହିତ ଦୁଇ ଉଲଫା ଉଗ୍ରବାଦୀ ଗିରଫ

କନ୍ଦର୍ପ ବେହେରା
ରେଢାଖୋଲ: ଆଜି ଗିରିଶ୍ଚନ୍ଦ୍ରପୁର ରେଞ୍ଜ ଅଧିନସ୍ଥ ପିଠଉଗୁଡା ଗ୍ରାମ ନିକଟରୁ ଜଣେ ବ୍ୟକ୍ତିଙ୍କ ଠାରୁ ୨ କେଜି ବାରହା ମାଂସ ଜବତ କରିଛି ବନବିଭାଗ।

ପ୍ରକାଶ ଯେ, ପିଠଉଗୁଡା ଗ୍ରାମର କୁମର ରଣା ବାରହା ମାଂସ ଧରି ଆସୁଥିବା ବେଳେ ବନବିଭାଗ କୌଣସି ସୂତ୍ରରୁ ଖବର ପାଇ ଚଢଉ କରିଥିଲା। ବାରହା ମାଂସ ଧରି ଫେରୁଥିବା ବ୍ୟକ୍ତିଙ୍କ ପାଖରୁ ୨ କେଜି ବାରହା ମାଂସ ସହ ତାକୁ ଗିରଫ କରିଥିଲା ବନବିଭାଗ। ଅଭିଯୁକ୍ତ କୁମାର ରଣାକୁ ଆଜି କୋର୍ଟ ଚାଲାଣ କରିଥିବା ଫରେଷ୍ଟର ସୁଜିତ ପ୍ରଧାନ ପ୍ରକାଶ କରିଛନ୍ତି।

ଜଣେ ଗିରଫ ଜବତ ବାରହା ମାଂସ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ସେଚେଲ୍ସର ୫୦ତମ ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

June 29, 2026

ଦ୍ରୁତ ଗତିରେ ପୃଥିବୀ ଆଡ଼କୁ ଆସୁଛି ‘ବ୍ରହ୍ମାସ୍ତ୍ର’: ସୁରକ୍ଷା ପାଇଁ ୩୦ ହଜାର କୋଟି ଖର୍ଚ୍ଚ କରିବ ନାସା

June 29, 2026

ଗଜପତି ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ଶାଖାର ବାର୍ଷିକୋତ୍ସବ

June 29, 2026

ଭୁବନେଶ୍ୱରରେ ଚାଞ୍ଚଲ୍ୟ! ଯୁବକଙ୍କୁ ଲୁହା ରଡରେ ପିଟି ପିଟି ହତ୍ୟା

June 29, 2026
Latest News

ସେଚେଲ୍ସର ୫୦ତମ ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

June 29, 2026

ଦ୍ରୁତ ଗତିରେ ପୃଥିବୀ ଆଡ଼କୁ ଆସୁଛି ‘ବ୍ରହ୍ମାସ୍ତ୍ର’: ସୁରକ୍ଷା ପାଇଁ ୩୦ ହଜାର କୋଟି ଖର୍ଚ୍ଚ କରିବ ନାସା

June 29, 2026

ଗଜପତି ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ଶାଖାର ବାର୍ଷିକୋତ୍ସବ

June 29, 2026

ତିନିଭାଷା ନୀତି ଉପରେ CBSE ବଡ଼ ନିଷ୍ପତ୍ତି: ଜାଣନ୍ତୁ ସ୍ଵତନ୍ତ୍ର ବ୍ୟବସ୍ଥା

June 29, 2026

ଭୁବନେଶ୍ୱରରେ ଚାଞ୍ଚଲ୍ୟ! ଯୁବକଙ୍କୁ ଲୁହା ରଡରେ ପିଟି ପିଟି ହତ୍ୟା

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.