Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଗିରଫ ହେବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଜାମିନ ଆବେଦନ ଖାରଜ
ଅପରାଧ

ଗିରଫ ହେବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଜାମିନ ଆବେଦନ ଖାରଜ

October 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଖୋର୍ଦ୍ଧା ଏଡିଜେ-୧ କୋର୍ଟ ଜାମିନ ଆବେଦନ ଖାରଜ କରିଦେଇଛନ୍ତି।ଫଳରେ ସେ ଜେଲ ଯିବା ନିଶ୍ଚିତ ହୋଇଛି। ଗତ ୫ ତାରିଖରେ ଉଚ୍ଚନ୍ୟାୟଳୟ ମଧ୍ୟ ପ୍ରଶାନ୍ତଙ୍କ ଜାବେଦନ ଖାରଜ କରିବା ସହ ତଳ କୋର୍ଟକୁ ଯିବା ପାଇଁ ପରାମର୍ଶ ଦେଇଥିଲେ। କିନ୍ତୁ ଆଜି ଜାମିନ ଆବେଦନର ଶୁଣାଣି ପାଖାପାଖି ୧୧.୩୦ ମିନିଟରେ ସମାପ୍ତ ହୋଇଥିଲା। ହେଲେ ରାୟ ସଂରକ୍ଷିତ ରଖାଯାଇଥିଲା। ବିଧାୟକ ପ୍ରଶାନ୍ତଙ୍କୁ ଖୋର୍ଦ୍ଧା ଜେଲ ହେପାଜତକୁ ପଠାଇଦେଇଥିବା ଖବର ହସ୍ତଗତ ହୋଇଛି।

ବାଲୁଗାଁ ମଣ୍ଡଳର ଜଣେ ବିଜେପି ନେତାଙ୍କୁ ଆକ୍ରମଣ ଘଟଣାରେ ବିଧାୟକଙ୍କ ବିରୋଧରେ ମାମଲା ରୁଜ୍ଜୁ ହୋଇଥିଲା। ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ସଙ୍ଗୀନ ଦଫା ଲାଗିଥିଲା। ଆଜି ସେ ଖୋର୍ଦ୍ଧା ଏଡିଜେ କୋର୍ଟରେ ଆତ୍ମସମର୍ପଣ କରିଥିଲେ।

ଚିଲିକା ବିଧାୟକ ଜାମିନ ଆବେଦନ ଖାରଜ ପ୍ରଶାନ୍ତ ଜଗଦ୍ଦେବ
Share. Facebook Twitter LinkedIn Email WhatsApp Copy Link

Related Posts

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026

ସମିତି ସଭ୍ୟଙ୍କୁ ଗୁଳିକରି ହତ୍ୟା

September 11, 2026

ଦିଲ୍ଲୀରେ ପୁଟିନ, ମୋଦୀଙ୍କ ସହ ଆଜି ମହାବୈଠକ: ପ୍ରତିରକ୍ଷାଠାରୁ ଶକ୍ତି-ବାଣିଜ୍ୟ, ରହିବ ଏହି ବଡ଼ ପ୍ରସଙ୍ଗ

September 11, 2026

ନୂଆଦିଲ୍ଲୀରେ ବ୍ରିକ୍ସ ମହାକୁମ୍ଭ: ପୁଟିନ, ଜିନ୍‌ପିଙ୍ଗଙ୍କ ସହ ଏକାଠି ହେବେ ୧୧ ରାଷ୍ଟ୍ରମୁଖ୍ୟ

September 11, 2026
Latest News

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026

ସମିତି ସଭ୍ୟଙ୍କୁ ଗୁଳିକରି ହତ୍ୟା

September 11, 2026

ଦିଲ୍ଲୀରେ ପୁଟିନ, ମୋଦୀଙ୍କ ସହ ଆଜି ମହାବୈଠକ: ପ୍ରତିରକ୍ଷାଠାରୁ ଶକ୍ତି-ବାଣିଜ୍ୟ, ରହିବ ଏହି ବଡ଼ ପ୍ରସଙ୍ଗ

September 11, 2026

ନୂଆଦିଲ୍ଲୀରେ ବ୍ରିକ୍ସ ମହାକୁମ୍ଭ: ପୁଟିନ, ଜିନ୍‌ପିଙ୍ଗଙ୍କ ସହ ଏକାଠି ହେବେ ୧୧ ରାଷ୍ଟ୍ରମୁଖ୍ୟ

September 11, 2026

ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୧୭ ଯାଏଁ ‘ସ୍ୱଚ୍ଛତା ହିଁ ସେବା ୨୦୨୬’ ଅଭିଯାନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.