Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»୧୮ ମହଲାରୁ ଡେଇଁ ଆତ୍ମହତ୍ୟା କଲେ ଯୁବତୀ: ପୋଲିସର ତଦନ୍ତ ଜାରି
ଅପରାଧ

୧୮ ମହଲାରୁ ଡେଇଁ ଆତ୍ମହତ୍ୟା କଲେ ଯୁବତୀ: ପୋଲିସର ତଦନ୍ତ ଜାରି

October 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୋଏଡା: ଆଜି ସକାଳୁ ଜଣେ ଯୁବତୀ ୧୮ ମହଲାରୁ ଡେଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଯୁବତୀଜଣଙ୍କ ନୋଏଡାର ପୋଲିସ ଷ୍ଟେସନ ବିସରଖ ଅଞ୍ଚଳର ଏକ ସୋସାଇଟରେ ରହୁଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା, କିନ୍ତୁ ତାଙ୍କ ଜୀବନ ରକ୍ଷା ହୋଇପାରି ନଥିଲା। ପୋଲିସ ଏହି ମାମଲାରେ ତଦନ୍ତ ଆରମ୍ଭ କରିଛି ଏବଂ ଆତ୍ମହତ୍ୟା ପଛର କାରଣ ଜାଣିବାକୁ ଚେଷ୍ଟା କରୁଛି।

ଡେପୁଟି କମିଶନର ଅଫ୍ ପୋଲିସ୍ (ଜୋନ୍ ୨) ହରିଶ ଚାନ୍ଦ କହିଛନ୍ତି ଯେ, ୧୮ତମ ମହଲାରୁ ଡେଇଁବା କାରଣରୁ ଯୁବତୀଜଣଙ୍କ ଗୁରୁତର ଆହତ ହୋଇଥିଲେ। ଏହା ପରେ ପରିବାର ଲୋକେ ତାଙ୍କୁ ଡାକ୍ତରଖାନା ନେଇଥିଲେ। ତେବେ ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ଏହି ଘଟଣାର ତଦନ୍ତ କରୁଛି।

ଆତ୍ମହତ୍ୟା କଲେ ଯୁବତୀ ତଦନ୍ତ ଜାରି ନୋଏଡା
Share. Facebook Twitter LinkedIn Email WhatsApp Copy Link

Related Posts

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026
Latest News

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026

ଭଦ୍ରକ ଜିଲ୍ଲାରେ ଆସନ୍ତା ୩୧ ପର୍ଯ୍ୟନ୍ତ ଅଙ୍ଗନବାଡି ବନ୍ଦ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.