Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚଳନ୍ତା ଟ୍ରେନରେ ମହିଳାଙ୍କୁ ଗଣଦୁଷ୍କର୍ମ: ୪ ଗିରଫ
ଅପରାଧ

ଚଳନ୍ତା ଟ୍ରେନରେ ମହିଳାଙ୍କୁ ଗଣଦୁଷ୍କର୍ମ: ୪ ଗିରଫ

October 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ଲକ୍ଷ୍ନୌ- ମୁମ୍ବାଇ ପୁଷ୍ପକ୍ ଏକ୍ସପ୍ରେସରେ ଜଣେ ମହିଳାଙ୍କ ସହ ଗଣଦୁଷ୍କର୍ମ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣାରେ ପରେ ଚାରି ଜଣଙ୍କୁ ମଧ୍ୟ ଗିରଫ କରାଯାଇଛି ଏବଂ ଅନ୍ୟ ଚାରିଜଣଙ୍କୁ ଖୋଜା ଚାଲିଛି। ଏଥି ସହିତ, ଏହି ମାମଲାରେ ଜିଆରପି କମିଶନର କେସିଆର ଖାଲିଦ କହିଛନ୍ତି ଯେ, ଟ୍ରେନରେ ପ୍ରାୟ ୮ ଜଣ ଲୋକ ଚଢିଥିଲେ। ଏହି ଲୋକମାନେ ପ୍ରଥମେ ଟ୍ରେନରେ ଲୁଟ କରିଥିଲେ ଏବଂ ସ୍ୱାମୀଙ୍କ ସହ ଯାତ୍ରା କରୁଥିବା ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରିଥିଲେ।

ଉଲ୍ଲେଖ ଯୋଗ୍ୟ ଯେ, ଶୁକ୍ରବାର ଦିନ ଅନେକ ସଶସ୍ତ୍ର ଡକାୟତ ଏକ୍ସପ୍ରେସରେ ଚଢିଥିଲେ। ଏହି ଦୁଷ୍କର୍ମକାରୀମାନେ ଯାତ୍ରୀଙ୍କ ଠାରୁ ମୂଲ୍ୟବାନ ସାମଗ୍ରୀ ଛଡ଼ାଇ ନେଇଥିଲେ। ଏହି ଘଟଣା ଯୋଗୁଁ ଯାତ୍ରୀମାନେ ବହୁତ ଆତଙ୍କିତ ଅବସ୍ଥାରେ ଥିଲେ। ଏହାପରେ ଜଣେ ୨୦ ବର୍ଷ ବୟସ୍କା ମହିଳାଙ୍କୁ ଦୁଷ୍କର୍ମ କରିଥିଲା। ଏହି ଘଟଣା ଘଟିବା ପରେ ଅପରାଧୀମାନେ ଘଟଣାସ୍ଥଳରୁ ପଳାଇ ଯାଇଥିଲେ।

ଏହି ଘଟଣାଆରଇ ଭାରତୀୟ ରେଳ ଅଧିନିୟମ ଅନୁଯାୟୀ ସିଆର ନମ୍ବର ୭୭୧/୨୧ୟୁ / ଏସ ୩୯୫, ୩୯୭, ୩୭୬ (ଡି), ୩୫୪, ୩୫୪ (ଆଇପିସି ଆର/ ଡବ୍ଲୁ ୧୩୭ ଏବଂ ୧୫୩ ରେ ଜିଆରପି ମୁମ୍ବାଇ ମାମଲା ପଞ୍ଜୀକୃତ କରିଛି।

ଗଣଦୁଷ୍କର୍ମ ଗିରଫ ଚଳନ୍ତା ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.