Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚିଲିକା: ପୋଲିସ ଏବଂ ଅବକାରୀ ବିଭାଗର ଚଢାଉ, ୨ ଗିରଫ
ଅପରାଧ

ଚିଲିକା: ପୋଲିସ ଏବଂ ଅବକାରୀ ବିଭାଗର ଚଢାଉ, ୨ ଗିରଫ

October 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ନାଚୁଣୀ ବଜାରରେ ନାଚୁଣୀ ଫାଣ୍ଡି ପୋଲିସ ଏବଂ ବାଲୁଗାଁ ଅବକାରୀ ବିଭାଗ ମିଳିତ ଭାବେ ଚଢ଼ାଉ କରି ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ତାଙ୍କ ନିକଟରୁ ୬ ପେଟି ଆସ୍କା-୪୦ ମଦ ଜବତ ହୋଇଛି। ଅଭିଯୁକ୍ତ ଜଣକ ହେଲେ ଜୟ ପଲାଇ (୫୦)।

ସେହିପରି ଭାବେ ଚଣ୍ଡେଶ୍ୱର ଅଞ୍ଚଳରୁ ଅବକାରୀ ବିଭାଗ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ୨ ପେଟି ଆସ୍କା-୪୦ ମଦ ସହ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ପ୍ରସନ୍ନ ମହାନ୍ତି (୫୧)। ଉଭୟଙ୍କ ବିରୋଧରେ ଅବକାରି ବିଭାଗ ପି ଆର ନମ୍ବର ୪୪ ଏବଂ ୬୭ ରେ ଦୁଇ ଗୋଟି ମାମଲା ରୁଜୁ କରାଯାଇଛି।

ତେବେ ଉକ୍ତ ଚଢ଼ାଉରେ ଟାଙ୍ଗି ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନ, ବାଲୁଗାଁ ଅବକାରୀ ସବ ଇନ୍ସପେକ୍ଟର ମନୋଜ ବାରିକ, ନାଚୁଣୀ ଫାଣ୍ଡି ଅଧିକାରୀ ମୁକେଶ ବେହେରା, ଏ ଏସଆଇ ହାଡିବନ୍ଧୁ ନାୟକ ଏବଂ ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ।

ଅଭିଯୁକ୍ତଙ୍କୁ ଗିରଫ ନାଚୁଣୀ ଫାଣ୍ଡି ପୋଲିସ ବାଲୁଗାଁ ଅବକାରୀ ବିଭାଗ ମିଳିତ ଚଢାଉ
Share. Facebook Twitter LinkedIn Email WhatsApp Copy Link

Related Posts

୧୭ ସିଆରସିସିଙ୍କ ସାମୂହିକ ଇସ୍ତଫା

April 17, 2026

ହାତୀ ଆକ୍ରମଣରେ ଯୁବକ ମୃତ

April 17, 2026

ପାଖେଇ ଆସୁଛି ମନ୍ତ୍ରମୁଗ୍ଧର ମୁକ୍ତିଲାଭ ଦିବସ

April 17, 2026

ଡାକ୍ତରଙ୍କୁ ମିଳିବ ସୁରକ୍ଷା, ନିଯୁକ୍ତି ହେବେ ସିକ୍ୟୁରିଟି ଅଫିସର୍‌

April 17, 2026
Latest News

୧୭ ସିଆରସିସିଙ୍କ ସାମୂହିକ ଇସ୍ତଫା

April 17, 2026

ହାତୀ ଆକ୍ରମଣରେ ଯୁବକ ମୃତ

April 17, 2026

ପାଖେଇ ଆସୁଛି ମନ୍ତ୍ରମୁଗ୍ଧର ମୁକ୍ତିଲାଭ ଦିବସ

April 17, 2026

ଡାକ୍ତରଙ୍କୁ ମିଳିବ ସୁରକ୍ଷା, ନିଯୁକ୍ତି ହେବେ ସିକ୍ୟୁରିଟି ଅଫିସର୍‌

April 17, 2026

ସ୍ୱାମୀର ଛୁରାମାଡ଼ରେ ସ୍ତ୍ରୀ ଗୁରୁତର

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.