Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଭୁବନେଶ୍ବର ଅଳିଆଗଦାରୁ ମିଳିଲା କଟା ହାତ ଆଉ ଗୋଡ
ଅପରାଧ

ଭୁବନେଶ୍ବର ଅଳିଆଗଦାରୁ ମିଳିଲା କଟା ହାତ ଆଉ ଗୋଡ

October 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ଵରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରାଜଧାନୀର ଏକ ଅଳିଆ ଗଦାରୁ କଟା ହାତ ଆଉ ଗୋଡ ମିଳିଥିବା ଦେଖିବାକୁ ମିଳିଛି। ୟୁନିଟ ୩ ର ରାମ ମନ୍ଦିର ପଛ ପଟେ ଥିବା ଅଳିଆ ଗଦାରୁ ଏଭଳି କଟା ହାତ ଗୋଡ ପଡିଥିବା ଦେଖିବାକୁ ମିଳିଛି। କଟା ଅଙ୍ଗରେ ସିଲାଇ ହୋଇଥିବା ସୂଚନା ରହିଛି। ହେଲେ ଏଭଳି ସ୍ଥାନକୁ କଟା ହାତ ଆଉ ଗୋଡ କେଉଁଠୁ ଆସିଲା ଏବଂ ଏହା କାହାର ହୋଇଥିବ, ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ।

ଖାରବେଳ ନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛି। ଅଧିକ ତଦନ୍ତ ପାଇଁ ଉଦ୍ଧାର ହୋଇଥିବା କଟା ଅଙ୍ଗକୁ ଏମ୍ସ ପଠାଯିବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।

ଅଭାବନୀୟ ଘଟଣା ଭୁବନେଶ୍ଵର ରାଜଧାନୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟର ୧୮ ଜିଲ୍ଲାରେ ଚାଲିଛି ମ୍ୟାଙ୍ଗୋ ଫେଷ୍ଟିଭାଲ: ଆସନ୍ତା ୧୦ ଜୁନ ପର୍ଯ୍ୟନ୍ତ ଚାଲିବ ମେଳା

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026

ରାଜସ୍ୱ ଆଦାୟ ବଢାଇବାକୁ ସରକାରଙ୍କ କଡା ନିର୍ଦ୍ଦେଶ

June 1, 2026
Latest News

ରାଜ୍ୟର ୧୮ ଜିଲ୍ଲାରେ ଚାଲିଛି ମ୍ୟାଙ୍ଗୋ ଫେଷ୍ଟିଭାଲ: ଆସନ୍ତା ୧୦ ଜୁନ ପର୍ଯ୍ୟନ୍ତ ଚାଲିବ ମେଳା

June 2, 2026

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.