Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସେନାବାହିନୀଙ୍କ ଗାଡି ଉପକୁ ଗ୍ରେନେଡ ଆକ୍ରମଣ: ୬ ସାଧାରଣ ନାଗରିକ ଆହତ
ଅପରାଧ

ସେନାବାହିନୀଙ୍କ ଗାଡି ଉପକୁ ଗ୍ରେନେଡ ଆକ୍ରମଣ: ୬ ସାଧାରଣ ନାଗରିକ ଆହତ

October 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର: ଜମ୍ମୁ କାଶ୍ମୀରର ବାନ୍ଦିପୋରା ଜିଲ୍ଲାରେ ଆଜି ସେନାବାହିନୀଙ୍କ ଗାଡି ଉପକୁ ଗ୍ରେନେଡ ଆକ୍ରମଣ ହୋଇଛି। ଯେଉଁଥିରେ ଅତି କମରେ ୬ ଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି।

ଜଣେ ପୋଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଆତଙ୍କବାଦୀମାନେ ସକାଳ ପ୍ରାୟ ୧୦.୨୦ ସମୟରେ ସମ୍ବଲ ବସଷ୍ଟାଣ୍ଡ ନିକଟରେ ଥିବା ଏକ ସେନା ଯାନ ଉପରକୁ ଗ୍ରେନେଡ ଫିଙ୍ଗିଥିଲେ। କିନ୍ତୁ ରାସ୍ତା ପାର୍ଶ୍ୱରେ ଗ୍ରେନେଡ ବିସ୍ଫୋରଣ ହୋଇଥିଲା। ” ଫଳରେ ସେଠାରେ ଉପସ୍ଥିତ ଥିବା ସାଧାରଣ ନାଗରିକ ଆହତ ହୋଇଥିଲେ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗ୍ରେନେଡ ଆକ୍ରମଣ ଶ୍ରୀନଗର ସେନାବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.