Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନାଚୁଣୀ: ଜଙ୍ଗଲରୁ ଅଚିହ୍ନା ଯୁବକଙ୍କ ଗଳିତ ଶବ ଉଦ୍ଧାର, ପୋଲିସର ତଦନ୍ତ ଜାରି
ଅପରାଧ

ନାଚୁଣୀ: ଜଙ୍ଗଲରୁ ଅଚିହ୍ନା ଯୁବକଙ୍କ ଗଳିତ ଶବ ଉଦ୍ଧାର, ପୋଲିସର ତଦନ୍ତ ଜାରି

October 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ନାଚୁଣୀ: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡି ଅନ୍ତର୍ଗତ ପାଣ୍ଡବାଶୁଣି ଜଙ୍ଗଲରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଯାଇଛି। ଏହି ଜଙ୍ଗଲରେ ଜଣେ ଅଚିହ୍ନା ଯୁବକଙ୍କ ଗଳିତ ଶବ ପଡିରହିଥିବାର ଦେଖିବାକୁ ମିଳିଛି। ଗ୍ରାମବାସୀ ଏହା ଦେଖି ନାଚୁଣୀ ଫାଣ୍ଡି ପୋଲିସକୁ ଖବର ଦେବାପରେ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ଫାଣ୍ଡି ଅଧିକାରୀ ମୁକେଶ ବେହେରା ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛନ୍ତି।

ତେବେ ପୋଲିସ ଉକ୍ତ ଶବଟି ପାଖାପାଖି ୨୦ ରୁ ୨୫ ଦିନ ହେବ ଏଠାରେ ପଡିରହିଥିବା ଅନୁମାନ କରୁଛି। ଯୁବକଙ୍କ ପରିଚୟ ମିଳିପାରିନାହିଁ। ଅନୁରୂପ ଭାବେ ଶବ ନିକଟସ୍ଥ ଏକ ଗଛରେ ଦଉଡି ବନ୍ଧା ହୋଇ ରହିଥିବାର ପୋଲିସ କହିଛି। ତେବେ ମୃତ୍ୟୁର କାରଣ ଶବ ବ୍ୟବଚ୍ଛେଦ ପରେ ଜଣା ପଡ଼ିବାକୁ ଥିବାବେଳେ ବର୍ତ୍ତମାନ ଘଟଣାସ୍ଥଳରେ ଖୋର୍ଦ୍ଧା ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଥିବାର ଜଣାପଡିଛି।

ଅଚିହ୍ନା ଯୁବକ ଗଳିତ ଶବ ଉଦ୍ଧାର ନାଚୁଣୀ ପୋଲିସର ତଦନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ଶବରୀ ପ୍ରଭାଦୀପ୍ତ ସମ୍ମାନ

July 29, 2026

ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କ ଦ୍ଵାରା “ଆମ ରାଷ୍ଟ୍ରପତି: ଆମ ଗୌରବ” ପୁସ୍ତକ ଲୋକାର୍ପିତ

July 29, 2026

WTC ଫାଇନାଲରୁ ବାଦ ପଡିଲା ପାକିସ୍ତାନ: ଜାଣନ୍ତୁ ଭାରତର ସ୍ଥିତି

July 29, 2026
Latest News

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବେ ଟ୍ରମ୍ଫ?: ଚିନ୍ତା ବଢାଇଲା ଆମେରିକାର ନୂତନ ବିଲ୍

July 29, 2026

ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ଶବରୀ ପ୍ରଭାଦୀପ୍ତ ସମ୍ମାନ

July 29, 2026

ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କ ଦ୍ଵାରା “ଆମ ରାଷ୍ଟ୍ରପତି: ଆମ ଗୌରବ” ପୁସ୍ତକ ଲୋକାର୍ପିତ

July 29, 2026

WTC ଫାଇନାଲରୁ ବାଦ ପଡିଲା ପାକିସ୍ତାନ: ଜାଣନ୍ତୁ ଭାରତର ସ୍ଥିତି

July 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.