Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଛଦ୍ମ ଵେଶରେ ଚଢାଉ କଲେ ବାଲୁଗାଁ ଏସଡିପିଓ, ବେଆଇନ ପଥର ଖଣିରୁ ଜବତ କଲେ ୩ ଜେସିବି
ଅପରାଧ

ଛଦ୍ମ ଵେଶରେ ଚଢାଉ କଲେ ବାଲୁଗାଁ ଏସଡିପିଓ, ବେଆଇନ ପଥର ଖଣିରୁ ଜବତ କଲେ ୩ ଜେସିବି

November 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ତହସିଲ ଅଞ୍ଚଳରେ ଖଣି ମଫିଆମାନଙ୍କ ପାଦୃଭାବ ବଢିବାରେ ଲାଗିଛି। ପ୍ରଶାସନ ଆଖିରେ ଧୁଳି ଦେଇ ଖଣି ମାଫିଆମାନେ ବେଆଇନ ପଥର ଚୋରା ଚାଲାଣ କରୁଛନ୍ତି। ଯାହାଫଳରେ ସରକାରକୁ ଲକ୍ଷାଧିକ ଟଙ୍କାର ରାଜସ୍ୱ ହାନି ହେଉଛି। ତେଣୁ ଏଭଳି ଘଟଣା ବାରମ୍ବାର ସାମ୍ନାକୁ ଆସୁଥିବା ବେଳେ ବେଆଇନ କାରବାର ଉପରେ ରୋକ ଲଗାଇବା ପାଇଁ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ ତତ୍ପରତା ଦେଖାଇଛନ୍ତି।

ତେବେ ଆଜି ବାଲୁଗାଁ ଏସଡିପିଓ ବେଆଇନ ପଥର ଖଣି ଉପରେ ଅଚାନକ ଚଢାଉ କରିଛନ୍ତି। ଛଦ୍ମ ଵେଶରେ ଟାଙ୍ଗୀ ତହସିଲ ଅନ୍ତର୍ଗତ ସୁନ୍ଦରପୁର ବେଆଇନ ମାଙ୍କଡା ପଥର ଖଣି ଉପରେ ଏସଡିପିଓ ଅଚାନକ ଚଢାଉ କରିଛନ୍ତି। ଉକ୍ତ ଚଢାଉ ସମୟରେ ୩ ଟି ଜେସିବି, ୩ ଟି ଟ୍ରାକ୍ଟରକୁ ଏସଡିପିଓ ଜବତ କରିଥିବା ବେଳେ ମାଫିଆମାନେ ଖସି ପଳେଇଯିବାରେ ସକ୍ଷମ ହୋଇଛନ୍ତି। ଉକ୍ତ ଚଢାଉରେ ଟାଙ୍ଗୀ ଥାନା ଅଧିକାରୀ ବିଜୟ କୁମାର ମଲିକ ମଧ୍ୟ ସାମିଲ ଥିଲେ।

ବାଲୁଗାଁ ଏସଡ଼ିପିଓ ବେଆଇନ ପଥର ଖଣି ମାନସ ରଞ୍ଜନ ବାରିକ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ପ୍ରସାରିତ ଶ୍ରୀନଗର-ଜମ୍ମୁ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

April 30, 2026

ଜୀ ସାର୍ଥକରେ ମେ ୩ ତାରିଖ ସନ୍ଧ୍ୟା ୬:୩୦ ମିନିଟରେ ପ୍ରଥମ ଥର ପାଇଁ ସୁପରହିଟ ଚଳଚିତ୍ର ଦେଖନ୍ତୁ ‘ଚକ୍ରାନ୍ତ’

April 30, 2026

ଏସଆଇ ଓ ଦୁଇ କନେଷ୍ଟବଳ ସସପେଣ୍ଡ

April 30, 2026

୫୯୪ କିଲୋମିଟର ଲମ୍ବ ଆକ୍ସେସ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 29, 2026
Latest News

ସମ୍ପ୍ରସାରିତ ଶ୍ରୀନଗର-ଜମ୍ମୁ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

April 30, 2026

୧୦ ବର୍ଷ ପରେ କେରଳରେ କ୍ଷମତା ପରିବର୍ତ୍ତନର ସଙ୍କେତ, କଂଗ୍ରେସକୁ ବହୁମତ!

April 30, 2026

ଜୀ ସାର୍ଥକରେ ମେ ୩ ତାରିଖ ସନ୍ଧ୍ୟା ୬:୩୦ ମିନିଟରେ ପ୍ରଥମ ଥର ପାଇଁ ସୁପରହିଟ ଚଳଚିତ୍ର ଦେଖନ୍ତୁ ‘ଚକ୍ରାନ୍ତ’

April 30, 2026

ଆଜି ଏପ୍ରିଲ ୩୦ ତାରିଖ ଗୁରୁବାରରେ ଏହି ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 30, 2026

ଏସଆଇ ଓ ଦୁଇ କନେଷ୍ଟବଳ ସସପେଣ୍ଡ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.