Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ହିତସରାରେ ଗଞ୍ଜେଇ ଚାଷ କରିବା ଅଭିଯୋଗରେ ୩ ଗିରଫ, ୫ ଜଣଙ୍କ ନାମରେ ମାମଲା ରୁଜୁ
ଅପରାଧ

ହିତସରାରେ ଗଞ୍ଜେଇ ଚାଷ କରିବା ଅଭିଯୋଗରେ ୩ ଗିରଫ, ୫ ଜଣଙ୍କ ନାମରେ ମାମଲା ରୁଜୁ

November 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ନାକଟିଦେଉଳ ବ୍ଲକ୍ ହିତସରା ଗ୍ରାମରେ ଗଞ୍ଜେଇ ଚାଷ କରିବା ଅଭିଯୋଗରେ ୩ ଜଣଙ୍କୁ ନାକଟିଦେଉଳ ପୋଲିସ୍ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣା ପଡିଛି।

ସୂଚନା ଥାଉକି, କିଛି ଦିନ ତଳେ ନାକଟିଦେଉଳ ଥାନା ହିତସରା ଗ୍ରାମରେ ପ୍ରଶାସନର ମିଳିତ ଚଢଉରେ ହିତସରା ସନ୍ନିକଟ ସରକାରୀ ଜଙ୍ଗଲରୁ ୫ ଟି ପ୍ଲଟ୍ ରୁ ୩୩୫୦ ଗଞ୍ଜେଇ ଗଛ ଏବଂ ଅନ୍ୟ ଏକ ଦିନରେ ୧୧ ଡେସିମିଲ୍ ସରକାରୀ ପ୍ଲଟ୍ ରୁ ୧୪୫୦ ଗଞେଇ ଗଛକୁ ପ୍ରଶାସନ ସଂପୂର୍ଣ୍ଣ ପୋଡି ନଷ୍ଟ କରି ଦେଇଥିଲା। ଏହି ଗଞେଇ ପାକଳ ହେଲା ପରେ ବିକ୍ରି ହୋଇଥିଲେ ଏହାର ମୂଲ୍ୟ ୫୦ଲକ୍ଷ ୨୫ ହଜାର ହୋଇଥାନ୍ତା ବୋଲି ପୋଲିସ୍ କହିଛି।

ଗଞେଇ ଚାଷ କରିବା ଅଭିଯୋଗରେ ହିତସରା ଗ୍ରାମର ୫ ଜଣଙ୍କ ନାମରେ ମାମଲା ରୁଜୁ କରିଛି ନାକଟିଦେଉଳ ପୋଲିସ୍। ଆଜି ୫ ଜଣ ମଧ୍ୟରୁ ୩ ଜଣଙ୍କୁ ପୋଲିସ୍ ହିତସରା ଗ୍ରାମରୁ ଗିରଫ କରି କୋର୍ଟ ଚାଲାଣ କରିଥିବା ପୋଲିସ୍ କହିଛି।

ନାକଟିଦେଉଳ ଥାନା କେସ୍ ନଂ ୧୪୮ (ତା୧୦-୧୧-୨୦୨୧)ରେ ହିତସରା ଗ୍ରାମର ସୁମନ୍ତ ସାହୁ (୨୯), କେସ୍ ନଂ ୧୫୦ (ତା ୧୦.୧୧.୨୦୨୧) ରେ ସେଇ ଗ୍ରାମର ଶ୍ରୀବତ୍ସ ଦେହୁରୀ (୩୫), ଏବଂ କେସ୍ ନଂ ୧୫୧ (ତା ୧୦.୧୧.୨୦୨୧) ରେ ସେଇ ଗ୍ରାମର ଶ୍ରୀକର ଦେହୁରୀ (୩୧) ଙ୍କୁ ପୋଲିସ୍ ଗିରଫ କରି କୋର୍ଟ ଚାଲାଣ କରିଛି । ଏହି ଗଞେଇ ଚାଷ ଅଭିଯୋଗରେ ଆଉ ୨ ଜଣ ନାମରେ ମାମଲା ରହିଥିବା ପୋଲିସ୍ କହିଛି । ସେମାନଙ୍କୁ ଗିରଫ କରାଯିବ ବୋଲି ଜଣା ପଡିଛି ।

କୋର୍ଟ ଚାଲାଣ ଗଞ୍ଜେଇ ଚାଷ ନାକଟିଦେଉଳ ପୋଲିସ୍ ମାମଲା ରୁଜୁ ହିତସରା
Share. Facebook Twitter LinkedIn Email WhatsApp Copy Link

Related Posts

ଦଶହରାରେ ଏହି ଚାରିଟି ଜିନିଷ ଦେଖିଲେ ବର୍ଷ ସାରା ହୋଇଥାଏ ମଙ୍ଗଳ

October 17, 2026

ଶତ୍ରୁରୁ ମୁକ୍ତି ପାଇବା ପାଇଁ ସପ୍ତମ ଦିନରେ ମା’ କାଳରାତ୍ରୀଙ୍କୁ କରନ୍ତୁ ପୂଜା ଜାଣନ୍ତୁ ପୂଜା ବିଧି

October 17, 2026

ଇଂରାଜୀ ସ୍ନାତକତ୍ତୋର ଶିକ୍ଷକଙ୍କ ନିମନ୍ତେ ଆୟୋଜିତ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ

October 17, 2026

ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ଆଇନ୍ ମନ୍ତ୍ରୀଙ୍କୁ ତୃତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ

October 17, 2026
Latest News

ଦଶହରାରେ ଏହି ଚାରିଟି ଜିନିଷ ଦେଖିଲେ ବର୍ଷ ସାରା ହୋଇଥାଏ ମଙ୍ଗଳ

October 17, 2026

ଏଫ୍‌ଆଇଏଚ୍ ପ୍ରୋ ଲିଗ୍ ୨୦୨୬-୨୭ କାର୍ଯ୍ୟସୂଚୀ ଘୋଷିତ: ଫେବୃଆରୀରେ ଭାରତର ଘରୋଇ ମ୍ୟାଚ୍‌

October 17, 2026

ଶତ୍ରୁରୁ ମୁକ୍ତି ପାଇବା ପାଇଁ ସପ୍ତମ ଦିନରେ ମା’ କାଳରାତ୍ରୀଙ୍କୁ କରନ୍ତୁ ପୂଜା ଜାଣନ୍ତୁ ପୂଜା ବିଧି

October 17, 2026

୭୦ ବର୍ଷ ପରେ ଆଇଏମ୍‌ଏଫ୍ ଓ ବିଶ୍ୱବ୍ୟାଙ୍କ ବୋର୍ଡର ଅଧ୍ୟକ୍ଷତା କରିବ ପାକିସ୍ତାନ

October 17, 2026

ବାଂଲାଦେଶରେ ଉତ୍ତେଜନା : ଜଗନ୍ନାଥ ମନ୍ଦିର ସାମ୍ନାରେ ଗୋମାଂସ ରାନ୍ଧିଲେ ମୁସଲିମ୍ ଛାତ୍ର

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.