Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନାବାଳିକାଙ୍କ ସହ ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ, ୬ ଅଭିଯୁକ୍ତଙ୍କୁ ଅଟକ ରଖିଛି ପୋଲିସ
ଅପରାଧ

ନାବାଳିକାଙ୍କ ସହ ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ, ୬ ଅଭିଯୁକ୍ତଙ୍କୁ ଅଟକ ରଖିଛି ପୋଲିସ

November 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପିଲିଭୀତ ଜିଲ୍ଲାର ବରଖେଡା ଅଞ୍ଚଳରେ ପାଠ ପଢିବାକୁ ଯାଇଥିବା ୧୬ ବର୍ଷର ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ ପୋଲିସ ୬ ଜଣଙ୍କୁ ପଚରାଉଚରା କରୁଛି।

ପୋଲିସ ଅଧୀକ୍ଷକ ଦୀନେଶ କୁମାର ପି କହିଛନ୍ତି ଯେ, ବରଖେଡା ପୋଲିସ ଷ୍ଟେସନ ଅଞ୍ଚଳର ଛାତ୍ରୀଜଣଙ୍କ ଶନିବାର ଦିନ ସକାଳେ ପାଠ ପଢିବା ପାଇଁ ଘରୁ ବାହାରିଥିଲେ। ଯେତେବେଳେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଫେରି ନଥିଲେ, ପରିବାର ସଦସ୍ୟ ପୋଲିସ ନିକଟରେ ଅଭିଯୋଗ କରିଥିଲେ ଏବଂ ତାଙ୍କୁ ଅପହରଣ କରିବାର ସମ୍ଭାବନା ବ୍ୟକ୍ତ କରିଥିଲେ। ଖୋଜାଖୋଜି ବେଳେ ବିଳମ୍ବିତ ରାତିରେ ଗାଁ ନିକଟରେ ଅବସ୍ଥିତ ଏକ ଆଖୁ କ୍ଷେତରେ ପୋଲିସ ନାବାଳିକାଙ୍କ ମୃତଦେହ ଜବତ କରିଥିଲା।

ତେବେ ନାବାଳିକା ଜଣଙ୍କୁ ଗଣଦୁଷ୍କର୍ମ ଓ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପୋଲିସ ଦିଆଯାଇଥିବା ଅଭିଯୋଗରେ ପରିବାର ସଦସ୍ୟ ଅଭିଯୋଗ କରିଛନ୍ତି ଯେ, ଝିଅର ଦେହରେ ଅନେକ ସ୍ଥାନରେ ଆଘାତ ଲାଗିଛି। ତାଙ୍କ ପାଟିରେ ଏକ କପଡା ଭର୍ତ୍ତି କରାଯାଇଛି। ଏହା ସହିତ ତାଙ୍କ ବହି, ବ୍ୟାଗ, ସାଇକେଲ ଏବଂ ଜୋତା ଦୂରରୁ ଉଦ୍ଧାର କରାଯାଇଛି।

ପୋଲିସ ଅଧୀକ୍ଷକ କହିଛନ୍ତି ଯେ, ଘଟଣାସ୍ଥଳରୁ ଚାରି ବୋତଲ ବିୟର, ସ୍ନାକ୍ସ ଏବଂ ସିଗାରେଟ ଖଣ୍ଡ ମଧ୍ୟ ଉଦ୍ଧାର କରାଯାଇଛି। ଗଣଦୁଷ୍କର୍ମ ପରେ ନାବାଳିକାକୁ ହତ୍ୟା କରାଯାଇଥିବା ନେଇ ପରିବାର ସଦସ୍ୟ ଆଶଙ୍କା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ସମ୍ପର୍କୀୟଙ୍କ ଅଭିଯୋଗ ଆଧାରରେ ପୋଲିସ ଗଣଦୁଷ୍କର୍ମ, ହତ୍ୟା ଏବଂ ପୋକସୋ ଆକ୍ଟରରେ ମାମଲା ରୁଜୁ କରିଛି। ମୃତଦେହକୁ ନିଆଯାଇ ପୋଷ୍ଟମର୍ଟମ ପାଇଁ ପଠାଯାଇଛି।

ଗଣଦୁଷ୍କର୍ମ ନାବାଳିକା ହତ୍ୟା ଅଭିଯୋଗ
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Latest News

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.