Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଶାଳ ବହ୍ଲା ଜବତ କଲା ବନ ବିଭାଗ
ଅପରାଧ

ଶାଳ ବହ୍ଲା ଜବତ କଲା ବନ ବିଭାଗ

November 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ରେଢ଼ାଖୋଲ ବନଖଣ୍ଡ ଡଇଁଚା ନିକଟସ୍ଥ ଖୋଲଗଡ ସଂରକ୍ଷିତ ଜଙ୍ଗଲରୁ ୫୦ ଖଣ୍ଡ ଶାଳ ବହ୍ଲାକୁ ଜବତ କରିଛି ବନବିଭାଗ। ଆଜି କୌଣସି ସୂତ୍ରରୁ ବନ ବିଭାଗ ଖବର ପାଇ ସେଇ ଜଙ୍ଗଲକୁ ଯାଇ ଶାଳ ବହ୍ଲାକୁ ଜବତ କରିଥିଲା। ବାରମ୍ବାର ସେଇ ସଂରକ୍ଷିତ ଜଙ୍ଗଲରେ ନିକଟସ୍ଥ ଗ୍ରାମବାସୀ ବାରମ୍ବାର ଶାଳଗଛ କାଟି ସଫା କରୁଥିବା ଜଣା ପଡ଼ିଛି। ବନ ବିଭାଗ ଏ ଦିଗରେ ବିହିତ ପଦକ୍ଷେପ ନେବାକୁ ଦାବୀ ହେଉଛି। ବନବିଭାଗ କାହାରିକୁ ଗିରଫ କରି ନ ଥିବା ଜଣାପଡ଼ିଛି।

ବନ ବିଭାଗ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

୧୦ ବର୍ଷ ଜେଲଦଣ୍ଡ ଏବଂ ୧ କୋଟି ଟଙ୍କା ଜରିମାନା!: ପେପର ଲିକ୍ ବିରୋଧରେ ସରକାରଙ୍କ ଯୋଜନା କ’ଣ?

July 24, 2026

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ସହିଦ

July 22, 2026

ସିଜେପି ର ପ୍ରତିବାଦ ସମୟରେ ହିଂସା!: ୫୦ ରୁ ଅଧିକ ପୋଲିସ ଏବଂ ଯବାନ ଆହତ

July 20, 2026
Latest News

‘ଆମେ ବାଂଲାଦେଶ କିମ୍ବା ନେପାଳ ଭଳି ପରିସ୍ଥିତି ଚାହୁଁନାହୁଁ’: କହିଲେ ଏହି ୩ ଛାତ୍ରୀ

July 24, 2026

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ଭାଙ୍ଗିଲେ ସଚିନ ତେନ୍ଦୁଲକରଙ୍କ ରେକର୍ଡ

July 24, 2026

NEET ପେପର ଲିକ୍ ମାମଲାରେ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ: ଉତ୍ତର ରଖିଲେ କେନ୍ଦ୍ର ସରକାର

July 24, 2026

୧୦ ବର୍ଷ ଜେଲଦଣ୍ଡ ଏବଂ ୧ କୋଟି ଟଙ୍କା ଜରିମାନା!: ପେପର ଲିକ୍ ବିରୋଧରେ ସରକାରଙ୍କ ଯୋଜନା କ’ଣ?

July 24, 2026

ଚିଲିକା ଉପକୂଳରେ ହେବ ସ୍ଥାପତ୍ୟ ପାର୍କ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ନେଲେ ପ୍ରସ୍ତୁତି ବୈଠକ

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.