Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ତୃଣମୂଳ କଂଗ୍ରେସର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ଦେଶୀ ବୋମା ବିସ୍ଫୋରଣରେ ୬ ଆହତ
ଅପରାଧ

ତୃଣମୂଳ କଂଗ୍ରେସର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ଦେଶୀ ବୋମା ବିସ୍ଫୋରଣରେ ୬ ଆହତ

November 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକୋତା: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ତୃଣମୂଳ କଂଗ୍ରେସର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏବଂ ଏହି ସମୟରେ ଦେଶୀ ବୋମା ଫିଙ୍ଗା ଦିଆଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ୬ ଜଣ ଆହତ ହୋଇଛନ୍ତି।

ସୂତ୍ରରୁ ପ୍ରକାଶ ଯେ, ଗତକାଲି ଦୁବରାଜପୁର ପୋଲିସ ଷ୍ଟେସନ ଅଞ୍ଚଳର ଗାରା-ପାଦୋମା ଗ୍ରାମରେ ସରକାରୀ ବାସଗୃହ ଯୋଜନା ଉପରେ ସର୍ଭେ କରିବା ପାଇଁ ବ୍ଲକ ଅଧିକାରୀଙ୍କ କାର୍ଯ୍ୟାଳୟର ଏକ ଟିମ୍ ସେହି ଅଞ୍ଚଳ ପରିଦର୍ଶନ କରୁଥିଲେ। ଏହି ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡା ହୋଇଥିଲା। ଝଗଡା ଏତେ ତୀବ୍ର ହୋଇଥିଲା ଯେ, ଶେଷରେ ଉଭୟ ପକ୍ଷରୁ ଦେଶୀ ବୋମା ଫିଙ୍ଗା ଯାଇଥିଲା। ଯାହା ଫଳରେ ୬ ଜଣ ଜଣ ଆହତ ହୋଇଥିଲେ। ତେବେ ଆହତମାନଙ୍କୁ ଚିକିତ୍ସା ପାଇଁ ସୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ତୃଣମୂଳ କଂଗ୍ରେସ ପଶ୍ଚିମବଙ୍ଗ ବିସ୍ଫୋରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Latest News

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.