Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଘରେ ପଶି କାର ଚୋରି କରିବା ଅଭିଯୋଗ: ଅଭିଯୁକ୍ତକୁ ଗିରଫ କଲା ଚାନ୍ଦପୁର ପୋଲିସ
ଅପରାଧ

ଘରେ ପଶି କାର ଚୋରି କରିବା ଅଭିଯୋଗ: ଅଭିଯୁକ୍ତକୁ ଗିରଫ କଲା ଚାନ୍ଦପୁର ପୋଲିସ

November 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାନ୍ଦପୁର: ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅନ୍ତର୍ଗତ ଚମ୍ପାଗଡ଼ ଅଞ୍ଚଳରେ ଘରେ ପଶି କାର ଚୋରି କରିବା ଅଭିଯୋଗରେ ଜଣେ ଯୁବକକୁ ଚାନ୍ଦପୁର ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳର ଦୀପକ ତ୍ରିପାଠୀ।

ସୂଚନା ମୁତାବକ ଗତକାଲି ମଧ୍ୟ ରାତ୍ରିରେ ଚମ୍ପାଗଡ଼ ଅଞ୍ଚଳର ସୁକାନ୍ତ ଦାସ ଘରେ ଶୋଇଥିବା ବେଳେ ଦୀପକ ତାଙ୍କ ଘରେ ପଶି ଏକ ମାରୁତି ଅଲ୍ଟୋ କାର ଚୋରି କରି ନେଇଯାଇଥିଲେ। ଏହା ଜାଣିପାରି ସଙ୍ଗେ ସଙ୍ଗେ ସୁକାନ୍ତ ଚାନ୍ଦପୁର ଆଇଆଇସି ରଶ୍ମିରଞ୍ଜନ ଦାସଙ୍କୁ ସୂଚନା ଦେଇଥିଲେ।

ଘଟଣାକୁ ଗୁରୁତ୍ୱର ସହ ନେଇ ଆଇଆଇସି ଶ୍ରୀ ଦାସ ସଙ୍ଗେ ସଙ୍ଗେ ନାଇଟ ପେଟ୍ରୋଲିଙ୍ଗ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ଦୀପକଙ୍କୁ ପିଛା କରିବା ସହ ତାଙ୍କୁ କାବୁ କରିନେଇଥିଲେ।  ତେବେ ଚୋରା ଗାଡିଟି ତାଙ୍କ ନିକଟରୁ ଉଦ୍ଧାର କରିବା ସହ ତାଙ୍କ ବିରୁଦ୍ଧରେ କେସ ନମ୍ବର ୧୫୯/୨୧ ରେ ମାମଲା ରୁଜୁ କରିବା ସହ କୋର୍ଟ ଚାଲାଣ କରାଯାଇଥିବାର ସୂଚନା ଦେଇଛନ୍ତି ଆଇଆଇସି ଶ୍ରୀ ଦାସ।

ଅଭିଯୁକ୍ତକୁ ଗିରଫ ଚାନ୍ଦପୁର ପୋଲିସ ରଶ୍ମିରଞ୍ଜନ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

February 1, 2026

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ଆଜି ଖୋଲିବ କି ସେୟାର ବଜାର?: ବଜେଟ୍ ଉପସ୍ଥାପନ ପୂର୍ବରୁ ଅଖିଳେଶ ଯାଦବଙ୍କ ତାଚ୍ଛଲ୍ୟ

February 1, 2026

ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ

February 1, 2026
Latest News

Union Budget 2026: ଆପଣ କେଉଁଠାରେ ସିଧା ପ୍ରସାରଣ ଦେଖିପାରିବେ ବଜେଟ୍?

February 1, 2026

ବଜେଟ୍ ଉପସ୍ଥାପନ ସହିତ ରେକର୍ଡ ସୃଷ୍ଟି କରିବେ ସୀତାରମଣ: ଇତିହାସର ପୃଷ୍ଠାରେ ଲିପିବଦ୍ଧ ହେବ ନାମ

February 1, 2026

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

February 1, 2026

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ଆଜି ଖୋଲିବ କି ସେୟାର ବଜାର?: ବଜେଟ୍ ଉପସ୍ଥାପନ ପୂର୍ବରୁ ଅଖିଳେଶ ଯାଦବଙ୍କ ତାଚ୍ଛଲ୍ୟ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.