Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଗଣଦୁଷ୍କର୍ମ ମାମଲା: ତିନିଜଣ ଅଭିଯୁକ୍ତଙ୍କ ମୃତ୍ୟୁଦଣ୍ଡକୁ ଆଜୀବନ କାରାଦଣ୍ଡରେ ପରିବର୍ତ୍ତନ କଲେ ବମ୍ବେ ହାଇକୋର୍ଟ
ଅପରାଧ

ଗଣଦୁଷ୍କର୍ମ ମାମଲା: ତିନିଜଣ ଅଭିଯୁକ୍ତଙ୍କ ମୃତ୍ୟୁଦଣ୍ଡକୁ ଆଜୀବନ କାରାଦଣ୍ଡରେ ପରିବର୍ତ୍ତନ କଲେ ବମ୍ବେ ହାଇକୋର୍ଟ

November 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ବମ୍ବେ ହାଇକୋର୍ଟ
ଦିଲ୍ଲୀ ହାଇକୋର୍ଟ ପରେ ବମ୍ବେ ହାଇକୋର୍ଟକୁ ମଧ୍ୟ ବୋମା ଧମକ, ଖାଲି କରାଗଲା କ୍ୟାମ୍ପସ

ମୁମ୍ବାଇ: ୨୦୧୩ ଶକ୍ତି ମିଲ୍ସ ଗଣଦୁଷ୍କର୍ମ ମାମଲାରେ ବମ୍ବେ ହାଇକୋର୍ଟ ତିନି ଅଭିଯୁକ୍ତଙ୍କ ମୃତ୍ୟୁ ଦଣ୍ଡକୁ ସ୍ଥଗିତ ରଖିଛନ୍ତି। ହାଇକୋର୍ଟ ମୃତ୍ୟୁଦଣ୍ଡକୁ ଆଜୀବନ କାରାଦଣ୍ଡରେ ପରିଣତ କରିଛନ୍ତି।

ସୂଚନାଯୋଗ୍ୟ ଯେ ୨୦୧୩ ରେ ଶକ୍ତି ମିଲ୍ ଗଣଦୁଷ୍କର୍ମର ଦୁଇଟି ମାମଲା ଥିଲା, ଗୋଟିଏ ଫଟୋଗ୍ରାଫର ସାମ୍ବାଦିକ ମାମଲା ଏବଂ ଅନ୍ୟଟି ଫୋନ୍ ଅପରେଟର ମାମଲା। ଏହି ଦୁଇଟି ଘଟଣାର ଶୁଣାଣି ଏକାଠି ଚାଲିଥିଲା ​​ଏବଂ ଏହି ଘଟଣାରେ ସମ୍ପୃକ୍ତ ତିନି ଅଭିଯୁକ୍ତ ମହମ୍ମଦ କାସିମ ହାଫିଜ ଶେଖ, ମହମ୍ମଦ ସଲିମ ଅନସାରୀ ଏବଂ ବିଜୟ ମୋହନ ଯାଦବଙ୍କୁ କୋର୍ଟରେ ମୃତ୍ୟୁଦଣ୍ଡ ଦିଆଯାଇଥିବା ବେଳେ ଜଣେ ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିଲେ। ଏବ ଜଣେ ନାବାଳକ ଅଭିଯୁକ୍ତକୁ ଜୁବେନାଇଲ ଜଷ୍ଟିସ୍ ହୋମକୁ ପଠାଯାଇଥିଲା। ତିନିଜଣ ଦୋଷୀଙ୍କର ମୃତ୍ୟୁଦଣ୍ଡ ଉପରେ ଆବେଦନ ଉପରେ ବମ୍ବେ ହାଇକୋର୍ଟଙ୍କ ନିଷ୍ପତ୍ତି ଆଜି ଆସିଛି।

ଆଜୀବନ କାରାଦଣ୍ଡ ଗଣଦୁଷ୍କର୍ମ ମାମଲା ବମ୍ବେ ହାଇକୋର୍ଟ ମୁମ୍ବାଇ
Share. Facebook Twitter LinkedIn Email WhatsApp Copy Link

Related Posts

ଡିମ୍ପଲ ଯାଦବଙ୍କ ସମେତ ଅନେକ ଏସପି ସାଂସଦ ଅଟକ: ସମାଜବାଦୀ ପାର୍ଟିର ଦାବି

July 20, 2026

ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼ଙ୍କ ଆତ୍ମହତ୍ୟା!: ପୋଲିସ ମୁଖ୍ୟାଳୟରୁ ମୃତଦେହ ଉଦ୍ଧାର

July 20, 2026

ସତରେ କ’ଣ NEET ଫଳାଫଳରେ ଅନିୟମିତତା ହୋଇଛି?: ଜାଣନ୍ତୁ NTA ର ପ୍ରତିକ୍ରିୟା

July 20, 2026

CJP ର ସଂସଦ ପଦଯାତ୍ରା ମଧ୍ୟରେ ବଡ଼ ନିଷ୍ପତ୍ତି: ଅନଶନ ସମାପ୍ତ କଲେ ତିନି AISA ଛାତ୍ରଛାତ୍ରୀ

July 20, 2026
Latest News

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ଡିମ୍ପଲ ଯାଦବଙ୍କ ସମେତ ଅନେକ ଏସପି ସାଂସଦ ଅଟକ: ସମାଜବାଦୀ ପାର୍ଟିର ଦାବି

July 20, 2026

ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼ଙ୍କ ଆତ୍ମହତ୍ୟା!: ପୋଲିସ ମୁଖ୍ୟାଳୟରୁ ମୃତଦେହ ଉଦ୍ଧାର

July 20, 2026

ସତରେ କ’ଣ NEET ଫଳାଫଳରେ ଅନିୟମିତତା ହୋଇଛି?: ଜାଣନ୍ତୁ NTA ର ପ୍ରତିକ୍ରିୟା

July 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.