Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନିରାକାରପୁର ପର୍ଯ୍ୟନ୍ତ ବ୍ୟାପିଲା ବ୍ରାଉନ ସୁଗାର କାରବାର: ଦୁଇ ଗିରଫ, ଲକ୍ଷାଧିକ ଟଙ୍କାର ଧଳା ଜହର ଜବତ
ଅପରାଧ

ନିରାକାରପୁର ପର୍ଯ୍ୟନ୍ତ ବ୍ୟାପିଲା ବ୍ରାଉନ ସୁଗାର କାରବାର: ଦୁଇ ଗିରଫ, ଲକ୍ଷାଧିକ ଟଙ୍କାର ଧଳା ଜହର ଜବତ

November 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନିରାକାରପୁର: ଖୋର୍ଦ୍ଧା ଜିଲ୍ଲାରେ ପ୍ରାୟତଃ ସବୁ ଅଞ୍ଚଳରେ ବ୍ରାଉନ ସୁଗାର କାରବାର ବ୍ୟାପିଥିବାବେଳେ ଏଥିରୁ ବାଦ ପଡିନି ନିରାକାରପୁର ଅଞ୍ଚଳ। ଆଜି ନିରାକାରପୁର ପୋଲିସ ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କରିଥିବା ବେଳେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।

ସୂଚନା ମୁତାବକ ନିରାକାରପୁର ଥାନା ଅନ୍ତର୍ଗତ ବଡ଼ଙ୍ଗରା ଅଞ୍ଚଳରେ ବ୍ରାଉନ ସୁଗାର କାରବାର ଚାଲିଥିବାର ଖବର ପାଇଥିଲେ ଆଇଆଇସି ଗୀତାଞ୍ଜଳି ନାୟକ। ବିଳମ୍ବ ନକରି ସଙ୍ଗେ ସଙ୍ଗେ ଆଇଆଇସି ଏକ ଟିମ ଗଠନ କରି ଉକ୍ତ ଅଞ୍ଚଳରେ ଚଢ଼ାଉ କରିଥିଲେ।  ଚଢ଼ାଉ ସମୟରେ ଦୁଇ ଜଣ ଯୁବକ ଉକ୍ତ ଅଞ୍ଚଳରେ ସଂନ୍ଦିଗ୍ଧ ଅବସ୍ଥାରେ ବୁଲୁଥିବାର ପୋଲିସ ଦେଖିବାକୁ ପାଇଥିଲା। କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତଲାସି ନେବାରୁ ଉଭୟଙ୍କ ନିକଟରୁ ୨୧.୨୦୦ ଗ୍ରାମ ବ୍ରାଉନ ସୁଗାର ପାଇଥିଲା ପୋଲିସ। ଯାହାର ଆନୁମାନିକ ମୂଲ୍ୟ ଅଢେଇ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି।

ସେହିପରି ଭାବେ ସେମାନଙ୍କ ନିକଟରୁ ଗୋଟେ ହିରୋ ଗ୍ଲାମର ମଟରସାଇକେଲ, ଆଉ ନକଦ ୫୦୦୦ ଟଙ୍କା ମଧ୍ୟ ପୋଲିସ ଜବତ କରିଛି। ଗିରଫ ଅଭିଯୁକ୍ତ ଦ୍ବୟ ହେଲେ ଜଙ୍କିଆ ଥାନା ଅନ୍ତର୍ଗତ ବଡପୋଖରୀଆ ଗ୍ରାମର ବଟକୃଷ୍ଣ ମାର୍ଥା ଏବଂ ଟାଙ୍କୋଳ ଗ୍ରାମର ଦିଲ୍ଲୀପ ପ୍ରଧାନ। ଉଭୟଙ୍କ ବିରୋଧରେ ନିରାକାରପୁର ଥାନାରେ ୨୯ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ୧୯୨/୨୧ ରେ ମାମଲା ରୁଜୁକରି ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି ପୋଲିସ।

ଦୁଇ ଗିରଫ ଧଳା ଜହର ଜବତ ନିରାକାରପୁର ବ୍ରାଉନ ସୁଗାର କାରବାର ଲକ୍ଷାଧିକ ଟଙ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.