Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କୁଖ୍ୟାତ ଅନ୍ତରାଜ୍ୟ ନିଶା ବେପାରୀ ଶେଖ ଆଜ ବାହାର ଗିରଫ
ଅପରାଧ

କୁଖ୍ୟାତ ଅନ୍ତରାଜ୍ୟ ନିଶା ବେପାରୀ ଶେଖ ଆଜ ବାହାର ଗିରଫ

December 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କୁଖ୍ୟାତ ଅନ୍ତରାଜ୍ୟ ନିଶା ବେପାରୀ ଶେଖ ଆଜ ବାହାର ଗିରଫ

କଟକ: ଦୀର୍ଘ ଦିନରୁ ଫେରାର ଥିବା କୁଖ୍ୟାତ ନିଶା ବେପାରୀ ଶେଖ ଆଜବାହାର କୁ ଓଡିଶା ଏସ ଟି ଏଫ ରାଜସ୍ଥାନ ପୋଲିସ ର ସହାୟତାରେ ସ୍ଥାନୀୟ ଯୋଦ୍ଧପୁର ରୁ ଗିରଫ କରିଛି। ଆଜବାହରଙ୍କ ନାମରେ ରାଜ୍ୟର ବିଭିନ୍ନ ଥାନାରେ ବହୁ ମାମଲା ରହିଥିବା ଜଣାପଡିଛି। ସେ ବିଭିନ୍ନ ସମୟରେ ସ୍ଥାନ ବଦଳାଇ ପୋଲିସ ଆଖିରେ ଧୂଳିଦେଇ ଲୁଚି ରହୁଥିଲା।

ଆଜବାହାରର ଘର ବାଲେଶ୍ୱର ଜିଲ୍ଲା ଜଳେଶ୍ବରର ରାଜପୁରରେ ବୋଲି ସୂଚନା ମିଳିଛି।  ଗତ ଅଗଷ୍ଟ ମାସରେ ତା ଠାରୁ ପୋଲିସ ଆନୁମାନିକ ୨କିଲୋ ୪୦୨ଗ୍ରାମ ବ୍ରାଉନ ସୁଗର ଜବତ କରିଥିଲା। ସେ ବାଲେଶ୍ୱର, ଜଳେଶ୍ବର ଓ ପଶ୍ଚିମ ବଙ୍ଗ ରେ ତାର ବେଆଇନ ନିଶା କାରବାର ଚଳାଇ ଆସୁଥିଲା।

ଜଳେଶ୍ବର ନିଶା ବେପାରୀ ବାଲେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଏଲପିଜି କୁ ନେଇ ଖୁସି ଖବର: କଟକଣା ଉଠାଇଲେ କେନ୍ଦ୍ର ସରକାର

June 25, 2026

ନେତ୍ର AEW&C କୁ ମିଳିଲା FOC: ଆହୁରି ସୁଦୃଢ ହେବ ଭାରତୀୟ ବାୟୁସେନା

June 25, 2026

ଭାରତ ପାଇଁ ଖୁସି ଖବର: ହରମୁଜ୍ ପ୍ରଣାଳୀ ପାର ହେଲା ୩୦ଟି ଜାହାଜ

June 25, 2026

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026
Latest News

ଏଲପିଜି କୁ ନେଇ ଖୁସି ଖବର: କଟକଣା ଉଠାଇଲେ କେନ୍ଦ୍ର ସରକାର

June 25, 2026

ନେତ୍ର AEW&C କୁ ମିଳିଲା FOC: ଆହୁରି ସୁଦୃଢ ହେବ ଭାରତୀୟ ବାୟୁସେନା

June 25, 2026

ଭାରତ ପାଇଁ ଖୁସି ଖବର: ହରମୁଜ୍ ପ୍ରଣାଳୀ ପାର ହେଲା ୩୦ଟି ଜାହାଜ

June 25, 2026

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.