Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧା: ଲକ୍ଷାଧିକ ଟଙ୍କାର ଧଳା ଜହର ଜବତ, ଜଣେ ଅଭିଯୁକ୍ତ ଗିରଫ
ଅପରାଧ

ଖୋର୍ଦ୍ଧା: ଲକ୍ଷାଧିକ ଟଙ୍କାର ଧଳା ଜହର ଜବତ, ଜଣେ ଅଭିଯୁକ୍ତ ଗିରଫ

December 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ବ୍ରାଉନସୁଗାର କାରବାର ବଢ଼ିବାରେ ଲାଗିଛି। ସଦର ଥାନା ପୋଲିସ ପୁଣି ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।

ସୂଚନା ମୁତାବକ ଗତକାଲି ଅପରାହ୍ନରେ ସଦର ଥାନା ଅନ୍ତର୍ଗତ ଗୁଡ଼ୁମ ଅଞ୍ଚଳର ଏକ ପାଣି ଟାଙ୍କି ନିକଟରେ ବ୍ରାଉନ ସୁଗାର କାରବାର ଚାଲିଥିବାର ଖବର ପାଇଥିଲା ପୋଲିସ। ଏସପିଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ଏସଡ଼ିପିଓ ସୁଶୀଲ ମିଶ୍ର ଏବଂ ସଦର ଥାନା ଆଇଆଇସି ଅନିତା ସାହୁଙ୍କ ତତ୍ୱାବଧାନରେ ଏକ ଟିମ ଗଠନ କରାଯାଇ ତୁରନ୍ତ ଉକ୍ତ ସ୍ଥାନରେ ଚଢ଼ାଉ କରାଯାଇଥିଲା।

ଚଢ଼ାଉ ସମୟରେ ପୋଲିସ ସଂନ୍ଦିଗ୍ଧ ଅବସ୍ଥାରେ ଜଣେ ଯୁବକଙ୍କୁ ଉକ୍ତ ସ୍ଥାନରେ ବୁଲୁଥିବାର ଦେଖିବାକୁ ପାଇଥିଲା। କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଏବଂ ପ୍ରତ୍ୟକ୍ଷ ସାକ୍ଷୀଙ୍କ ଉପସ୍ଥିତିରେ ପୋଲିସ ସମ୍ପୃକ୍ତ ଯୁବକଙ୍କ ତଲାସୀ ନେଇଥିଲା। ଉକ୍ତ ସମୟରେ ଯୁବକଙ୍କ ନିକଟରୁ ୩୨ ଗ୍ରାମ ବ୍ରାଉନ ସୁଗାର ସହିତ ଗୋଟାଏ ମୋବାଇଲ ଫୋନ, ପାନ କାର୍ଡ ଏବଂ ଏକ ଅଣ ପଞ୍ଜିକୃତ ହଣ୍ଡା ଆକ୍ଟିଭା ସ୍କୁଟି ଜବତ କରିଛି ପୋଲିସ। ଜବତ ବ୍ରାଉନସୁଗରର ମୂଲ୍ୟ ୩ ଲକ୍ଷ ୨୦ ହଜାର ଟଙ୍କା ହେବ ବୋଲି ଜଣାପଡିଛି। ଗିରଫ ଅଭିଯୁକ୍ତଜଣକ ହେଲେ ଟାଉନ ଥାନା ଅନ୍ତର୍ଗତ ପାନବରଜ ଅଞ୍ଚଳର ଶେଖ ନସୀମ (୨୭)।

ଖୋର୍ଦ୍ଧା ସଦର ଥାନାରେ ଅଭିଯୁକ୍ତଙ୍କ ବିରୋଧରେ ୨୯ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ କେସ ନମ୍ବର ୧୯୧/୨୧ ରେ ମାମଲା ରୁଜୁ କରାଯାଇ ଆଜି କୋର୍ଟଚାଲାଣ କରାଯାଇଥିବାର ସଦର ଥାନା ଆଇଆଇସି ଅନିତା ସାହୁ ସୂଚନା ଦେଇଛନ୍ତି।

ଉକ୍ତ ଚଢ଼ାଉରେ ଏସ ଆଇ ପବିତ୍ର ମୋହନ ପଟ୍ଟନାୟକ ,ଏଏସଆଇ ଆରାଧ୍ୟ ପ୍ରସାଦ ନାୟକ ଓ ସ୍ପେଶାଲ ସ୍କ୍ୱାର୍ଡ ଆଦି ସାମିଲ ଥିଲେ।

ଅଭିଯୁକ୍ତ ଗିରଫ ଖୋର୍ଦ୍ଧା ଧଳା ଜହର ବ୍ରାଉନସୁଗାର କାରବାର ସଦର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ଶ୍ରୀମନ୍ଦିରରେ ଆଜି ଭକ୍ତି, ପରମ୍ପରା ଓ ଆଧ୍ୟାତ୍ମିକତାର ଅପୂର୍ବ ସଙ୍ଗମ: ପବିତ୍ର ରୁକ୍ମିଣୀ–କୃଷ୍ଣ ବିବାହ ନୀତି

June 25, 2026

ଭେନେଜୁଏଲାରେ ଦୁଇ ଶକ୍ତିଶାଳୀ ଭୂମିକମ୍ପ, କାରାକାସରେ ଭୟଙ୍କର କ୍ଷୟକ୍ଷତି

June 25, 2026

ଅରଣ୍ୟ ଭବନ ସମ୍ମିଳନୀ କକ୍ଷରେ ‘କେନ୍ଦୁପତ୍ର ଚିନ୍ତନ ଶିବିର–୨୦୨୬’ ଅନୁଷ୍ଠିତ

June 25, 2026

ସୁବନ ଖୁଣ୍ଟିଆ ପଞ୍ଚମ ସ୍ମାରକୀ ବକ୍ତୃତା ସଭାରେ ଓମ୍ଫେଡ୍ ସମ୍ବର୍ଦ୍ଧିତ

June 25, 2026
Latest News

୬ ହଜାର କୋଟି ମୂଲ୍ୟର ନିଶାଦ୍ରବ୍ୟ ଧ୍ୱଂସ ପାଇଁ ପାକ୍ଷିକ ଅଭିଯାନର ଶୁଭାରମ୍ଭ କରିବେ ଅମିତ ଶାହ

June 25, 2026

ପୁରୀ ଶ୍ରୀମନ୍ଦିରରେ ଆଜି ଭକ୍ତି, ପରମ୍ପରା ଓ ଆଧ୍ୟାତ୍ମିକତାର ଅପୂର୍ବ ସଙ୍ଗମ: ପବିତ୍ର ରୁକ୍ମିଣୀ–କୃଷ୍ଣ ବିବାହ ନୀତି

June 25, 2026

ଭେନେଜୁଏଲାରେ ଦୁଇ ଶକ୍ତିଶାଳୀ ଭୂମିକମ୍ପ, କାରାକାସରେ ଭୟଙ୍କର କ୍ଷୟକ୍ଷତି

June 25, 2026

ଅରଣ୍ୟ ଭବନ ସମ୍ମିଳନୀ କକ୍ଷରେ ‘କେନ୍ଦୁପତ୍ର ଚିନ୍ତନ ଶିବିର–୨୦୨୬’ ଅନୁଷ୍ଠିତ

June 25, 2026

ସୁବନ ଖୁଣ୍ଟିଆ ପଞ୍ଚମ ସ୍ମାରକୀ ବକ୍ତୃତା ସଭାରେ ଓମ୍ଫେଡ୍ ସମ୍ବର୍ଦ୍ଧିତ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.